Latest Odisha News

BREAKING NEWS

ପୂର୍ବତନ ସାଂସଦ ଅନାଦି ଚରଣ ଦାସଙ୍କ ପରଲୋକ

ଭୁବନେଶ୍ୱର: ଶୁକ୍ରବାର ପୂର୍ବତନ ସାଂସଦ ଅନାଦି ଚରଣ ଦାସଙ୍କ ପରଲୋକ ହୋଇଛି । ୯୨ ବର୍ଷ ବୟସରେ ଭୁବନେଶ୍ୱରରେ ଆଖି ବୁଜିଛନ୍ତି ଅନାଦି । ଘରୋଇ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ଅନାଦିଙ୍କ ମୃତ୍ୟୁ ହୋଇଛି । ଅନାଦି, ନେତ୍ରମଣି ଦାସଙ୍କୁ ବିବାହ କରିଥିବା ବେଳେ ତାଙ୍କର ୪ ପୁଅ ଓ ଜଣେ…

ଜାତୀୟ ଆନ୍ତଃରାଜ୍ୟ ସିନିୟର ଆଥଲେଟିକ୍ସ ଚାମ୍ପିୟନଶିପ: ଶ୍ରାବଣୀଙ୍କୁ ପଛରେ ପକାଇଲେ ୟାରାଜୀ

ଭୁବନେଶ୍ୱର: ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ୬୨ତମ ଜାତୀୟ ଆନ୍ତଃରାଜ୍ୟ ସିନିୟର ଆଥଲେଟିକ୍ସ ଚାମ୍ପିୟନଶିପରେ ଶୁକ୍ରବାର ୧୨ରୁ ଊର୍ଦ୍ଧ୍ୱ ଆଥଲେଟ ଏସିଆନ ଗେମ୍ସ ପାଇଁ ଯୋଗ୍ୟତା ହାସଲ କରିଛନ୍ତି । ତେବେ ଲୋକାଲ ଫେଭରାଇଟ ଶ୍ରାବଣୀ ନନ୍ଦ ନିରାଶ କରିଛନ୍ତି । ମହିଳା ୧୦୦ ମିଟର ଦୌଡରେ…

ବଢ଼ିଲା ଖରା ଛୁଟି, ଜୁନ୍ ୨୧ରେ ଖୋଲିବ ସ୍କୁଲ୍

ଭୁବନେଶ୍ୱର: ଓଡ଼ିଶା ଜଳୁଥିବା ବେଳେ ବିଦ୍ୟାଳୟ ଗ୍ରୀଷ୍ମ ଅବକାଶକୁ ନେଇ ସରକାର ନେଇଛନ୍ତି ବଡ଼ ନିଷ୍ପତ୍ତି । ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଖରା ଛୁଟି ଅବଧିକୁ ବୃ୍ଦ୍ଧି କରିଛନ୍ତି । ଏନେଇ ବିଜ୍ଞପ୍ତି ପ୍ରକାଶ କରିଛି ବିଭାଗ । ଜୁନ୍ ୨୧ରେ ରାଜ୍ୟର ସମସ୍ତ ବିଦ୍ୟାଳୟ ଖୋଲିବ ବୋଲି କହିଛି…

ଇଣ୍ଡୋନେସିଆ ଓପନ ବ୍ୟାଡମିଂଟନ:ସେମିରେ ପ୍ରଣୟ, ସାଇରାଜ-ଚିରାଗ

ଜାକର୍ତା: ଚଳିତ ଇଣ୍ଡୋନେସିଆ ଓପନ ବ୍ୟାଡମିଂଟନର ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ଭାରତର ଏଚଏସ ପ୍ରଣୟ ପ୍ରବେଶ କରିଛନ୍ତି । ଶୁକ୍ରବାର ଅନୁଷ୍ଠିତ କ୍ୱାର୍ଟର ଫାଇନାଲରେ ପ୍ରଣୟ ଜାପାନର କୋଡାଇ ନାରଓକାଙ୍କୁ ୧୮-୨୧, ୧୬-୨୧ ସେଟରେ ପରାସ୍ତ କରିଥିଲେ । ସେମିରେ ସେ ଡେନମାର୍କର ଭିକ୍ଟର…

ଦେଶରୁ ହଟାଇଦେବେ ଗାନ୍ଧୀ ନେହେରୁଙ୍କ ନାଁ!

ଭୁବନେଶ୍ୱର: ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ନାଁରେ ଦିଲ୍ଲୀରେ ଥିବା ନେହେରୁ ମେମୋରିଆଲ ନାଁ ପରିବର୍ତ୍ତନକୁ ନେଇ ରାଜନୀତି ଜୋର ଧରିଛି। କେନ୍ଦ୍ରର ବିଜେପି ସରକାରଙ୍କ ପକ୍ଷରୁ ନେହେରୁ ମେମୋରିଆଲକୁ ପରିବର୍ତ୍ତନ କରି ପିଏମ ମେମୋରିଆଲ କରିଦିଆଯାଇଛି। ଏହି ନାଁ…

କର୍ଣ୍ଣାଟକରୁ ଆରଏସଏସକୁ ହଟାଇଲା କଂଗ୍ରେସ!

ଭୁବନେଶ୍ୱର: କର୍ଣ୍ଣାଟକ ପାଠ୍ୟକ୍ରମରୁ ହଟିଲା ଆରଏସଏସ ଓ ହିନ୍ଦୁତ୍ୱବାଦୀ ନେତାଙ୍କ ସମ୍ପର୍କିତ ପାଠ। ପୂର୍ବ ବିଜେପି ସରକାର ପକ୍ଷରୁ ପାଠ୍ୟକ୍ରମରେ ସାମିଲ କରାଯାଇଥିବା ଆରଏସଏସ ପ୍ରତିଷ୍ଠାତା କେବି ହେଡଗେୱାର,ବୀର ସଭରକର ଏବଂ ଅନ୍ୟ କିଛି ପ୍ରସଙ୍ଗକୁ ବାଦ ଦିଆଯାଇଛି। ସେପଟେ ସମାଜ…

‘୨୪ ରେ ଜିତିଲେ ମୋଦି ଆଉ ଛାଡିବେନି କ୍ଷମତା’

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ନେଇ ଆମ ଆଦମୀ ପାର୍ଟି ଏକ ବଡ଼ ମନ୍ତବ୍ୟ ରଖିଛି। ନିର୍ବାଚନ ପୂର୍ବରୁ ବିରୋଧୀ ଏକତାର କଥା କୁହାଯାଉଥିବା ବେଳେ ଆପ ଏକ ବିସ୍ଫୋରକ ମନ୍ତବ୍ୟ ଦେଇଛି। ବିରୋଧୀ ଦଳଗୁଡିକ ଏକାଠି ହୋଇ ଯଦି ୨୦୨୪ ଲୋକସଭା ନିର୍ବାଚନ ନ ଲଢନ୍ତି ତେବେ ଆଗକୁ ଦେଶରେ ଆଉ…

ଟ୍ୱିନ୍ ସିଟି ସହ ୬ ଜିଲ୍ଲାରେ ସନ୍ଧ୍ୟା ୭ଟା ୩୦ ଯାଏ କାଳବୈଶାଖୀ ବର୍ଷା

ଭୁବନେଶ୍ୱର: ଦିନରେ ଜାଳିଲା, ଅପରାହ୍ଣରେ ବର୍ଷିବ । ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଲାଗି ରହିଥିବା ବେଳେ ଦିନ ସାଢ଼େ ୨ଟା ସୁଦ୍ଧା ଭୁବନେଶ୍ୱରର ତାପମାତ୍ରା ୪୪.୪ ଡିଗ୍ରୀ ରେକର୍ଡ କରାଯାଇଛି । ଅନ୍ୟପଟେ ଆଗାମୀ ୩ ଘଣ୍ଟାରେ ରାଜ୍ୟର ୬ ଜିଲ୍ଲାରେ କାଳବୈଶାଖୀ ବର୍ଷା ନେଇ ୟେଲୋ ଆଲର୍ଟ…

ଟପରେ ରାନ୍ଧି କୁଡ଼ୁଆରେ ଭର୍ତ୍ତି କରୁଥିଲେ ଅନ୍ନ, ଡାଲମା… ମହାପ୍ରସାଦ କହି ବିକିଥାନ୍ତେ !

ପୁରୀ: ଅଣସରରେ ଠାକୁର । ଶ୍ରୀମନ୍ଦିରରେ ହେଉନି ଯଥେଷ୍ଟ ଅବଢ଼ା ବା ମହାପ୍ରସାଦ । ଯାହାର ସୁଯୋଗ ନେଇ କିଛି ଅସାଧୁ ଲୋକ ବାହାରେ ରୋଷେଇ କରି ମହାପ୍ରସାଦ କହି ବିକ୍ରି କରୁଥିବା ଅଭିଯୋଗ ହୋଇଛି । ଚାରିପଟେ ଟେଣ୍ଟ କପଡ଼ା ଦିଆଯାଇ ଟପରେ ରୋଷେଇ ଚାଲିଛି । ରୋଷେଇ ସରିବା ପରେ ଅନ୍ନ, ଡାଲମା,…

‘ଫକୀରମୋହନ ସେନାପତି : ଦ ମେକିଂ ଅଫ ଆନ ଅଥର’ ଉନ୍ମୋଚିତ

ବନେଶ୍ବର : ବ୍ୟାସକବି ଫକୀରମୋହନ ସେନାପତିଙ୍କ ଶ୍ରାଦ୍ଧ ଦିବସ ଅବସରରେ ରାଜ୍ୟ ସଂଗ୍ରହାଳୟ ପରିସରର ସମ୍ମିଳନୀ କକ୍ଷରେ ଦେବେନ୍ଦ୍ର କୁମାର ଦାଶ ଓ ଦୀପ୍ତି ରଞ୍ଜନ ପଟ୍ଟନାୟକଙ୍କ ରଚିତ ଇଂରାଜୀ ପୁସ୍ତକ 'ଫକୀରମୋହନ ସେନାପତି: ଦ ମେକିଙ୍ଗ ଅଫ ଆନ ଅଥର' ଉନ୍ମୋଚିତ ହୋଇଯାଇଛି । ଓଡ଼ିଆ ଭାଷା,…