ପରଲୋକରେ ଲୋକପ୍ରିୟ ଓଲିଉଡ୍ ଗାୟକ ହ୍ୟୁମାନ୍ ସାଗର
ଭୁବନେଶ୍ୱର: ଲୋକପ୍ରିୟ ଓଲିଉଡ୍ ଗାୟକ ହ୍ୟୁମାନ୍ ସାଗରଙ୍କର ସୋମବାର ସନ୍ଧ୍ୟାରେ ଏମ୍ସ-ଭୁବନେଶ୍ୱରରେ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କର ବୟସ ୩୬ ବର୍ଷ ଥିଲା।
ତାଙ୍କୁ ଶୁକ୍ରବାର ଅପରାହ୍ନରେ ଗୁରୁତର ଅବସ୍ଥାରେ ଏମ୍ସ-ଭୁବନେଶ୍ୱରରେ ଭର୍ତ୍ତି କରାଯାଇଥିଲା। ଯାହାପରେ ତାଙ୍କ…