କିଟରେ ପ୍ରଥମ ଜନଜାତି ଖେଳ ମହୋତ୍ସବ ଉଦଘାଟିତ
ଭୁବନେଶ୍ୱର: ପ୍ରଥମ ଜନଜାତି ଖେଳ ମହୋତ୍ସବ ଆଜି କିଟରେ ଉଦ୍ଘାଟିତ ହୋଇଯାଇଛି । କିଟ୍ କ୍ରିକେଟ ଷ୍ଟାଡିୟମରେ ଆୟୋଜିତ ଉଦ୍ଘାଟନୀ ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, କେନ୍ଦ୍ର ଶିକ୍ଷା ଓ କୌଶଳ ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ହକି ଇଣ୍ଡିଆ ସଭାପତି ପଦ୍ମଶ୍ରୀ ଦିଲୀପ ତିର୍କୀ,…