ଧାନର ଏମଏସପି ବୃଦ୍ଧି ନେଇ ତେଜିଲା ରାଜନୀତି, କେନ୍ଦ୍ର ବିରୋଧରେ ବର୍ଷିଲେ ବିଜେଡି-କଂଗ୍ରେସ
ଭୁବନେଶ୍ୱର: କେନ୍ଦ୍ର ସରକାର ଧାନର ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍ଏସପି)ରେ ଉଲ୍ଲେଖନୀୟ ବୃଦ୍ଧି ଘୋଷଣା କରି ଆଗାମୀ ୨୦୨୩-୨୪ (ଜୁଲାଇ-ଜୁନ୍) ଖରିପ ଋତୁ ପାଇଁ କ୍ୱିଣ୍ଟାଲ ପିଛା ୧୪୩ ଟଙ୍କା ବୃଦ୍ଧି କରି ୨୧୮୩ ଟଙ୍କା କରିଛନ୍ତି। ଏହି ପଦକ୍ଷେପର ଉଦ୍ଦେଶ୍ୟ ହେଉଛି କୃଷକମାନଙ୍କୁ ସେମାନଙ୍କ…