ବରିଷ୍ଠ ଆଇଏଏସ ଅଧିକାରୀ ଅରିନ୍ଦମ ଡାକୁଆଙ୍କ ନାଁରେ ସାଇବର ଲୁଟ୍
ଭୁବନେଶ୍ୱର: ବରିଷ୍ଠ ଆଇଏଏସ ଅଧିକାରୀ ଅରିନ୍ଦମ ଡାକୁଆଙ୍କ ନାଁରେ ସାଇବର ଲୁଟ୍। ଡିଜିଟାଲ୍ ଠକେଇରେ ତାଙ୍କ ନାମ ଓ ପରିଚୟର ଅପବ୍ୟବହାର କରିଥିବା ନେଇ ଭୁବନେଶ୍ୱରର ସାଇବର ପୋଲିସ ଷ୍ଟେସନରେ ଏକ ଅଭିଯୋଗ ଦାଖଲ କରିଛନ୍ତି।
ଅଭିଯୋଗ ଅନୁଯାୟୀ ସାଇବର ଅପରାଧୀମାନେ ମୋବାଇଲ୍ ନମ୍ବର…