Latest Odisha News

BREAKING NEWS

ସରକାରୀ ଟଙ୍କା ହଡ଼ପ ଅଭିଯୋଗରେ ୩ ଜଣଙ୍କୁ ବାନ୍ଧିଲା ଭିଜିଲାନ୍ସ

ଭୁବନେଶ୍ବର: ସରକାରୀ ଅର୍ଥ ଆତ୍ମସାତ କରିବା ଅଭିଯୋଗରେ ୩ ଜଣଙ୍କୁ ଗିରଫ କଲା ଭିଜିଲାନ୍ସ। ୧୬ ଲକ୍ଷରୁ ଊର୍ଦ୍ଧ୍ବ ସରକାରୀ ଟଙ୍କା ହଡ଼ପ କରିଥିଲେ। ବୃଦ୍ଧବୃଦ୍ଧାଙ୍କ ପାଇଁ ଉଦ୍ଦିଷ୍ଟ ସାମାଜିକ ସୁରକ୍ଷା ପେନସନ୍ ଟଙ୍କା ହଡ଼ପ ଅଭିଯୋଗରେ ଭୋଗରାଇ ବ୍ଲକର ୩ ପଞ୍ଚାୟତସ୍ତରୀୟ ଅଧିକାରୀଙ୍କୁ ଗିରଫ…

ଶିକ୍ଷକଙ୍କୁ ଲହୁଲୁହାଣ କଲା ଦୁର୍ବୃତ୍ତ: କାଠଫାଳିଆରେ ମୁଣ୍ଡକୁ କଲା ଆକ୍ରମଣ

ଖଲ୍ଲିକୋଟ: ଗଞ୍ଜାମ ଜିଲ୍ଲା ବାଲୁକେଶ୍ୱର ହାଇସ୍କୁଲ୍ ଗେଟ୍ ସାମ୍ନାରେ ସହକାରୀ ଶିକ୍ଷକଙ୍କୁ ମାରଣାନ୍ତକ ଆକ୍ରମଣ। କାଠଫାଳିଆରେ ଆକ୍ରମଣରେ ଶିକ୍ଷକ ଭବାନୀ ପ୍ରସାଦ ଦାସ ଗୁରୁତର। ଶିକ୍ଷକଙ୍କୁ ମାରି ଲହୁଲୁହାଣ କଲା। ଆକ୍ରମଣର କାରଣ ଏବେ ବି ଅସ୍ପଷ୍ଟ। ରକ୍ତ ଜୁଡୁବୁଡୁ ଅବସ୍ଥାରେ ଶିକ୍ଷକ…

ଚଳିତ ଖରିଫ ଋତୁରେ ​ପଞ୍ଜୀକରଣରେ ଓଡ଼ିଶାର ସର୍ବକାଳୀନ ରେକର୍ଡ

ଭୁବନେଶ୍ୱର: ଓଡ଼ିଶାରେ ଚଳିତ ଖରିଫ ଋତୁ (୨୦୨୬-୨୭) ପାଇଁ ଧାନ କିଣାରେ ରେକର୍ଡ ସୃଷ୍ଟି ହୋଇଛି। ୨୧.୪୨ ଲକ୍ଷ ଚାଷୀଙ୍କ ପଞ୍ଜୀକରଣ ହୋଇ ସାରିଥିବା ବେଳେ ଯେଉଁମାନେ ପଞ୍ଜୀକରଣ କରିନଥିଲେ, ସେମାନଙ୍କ ପାଇଁ କାଲି ରାତି ଯାଏଁ ଶେଷ ସୁଯୋଗ ଥିଲା। ହେଲେ ଆଉ ଅବଧି ବଢ଼ିବ ନାହିଁ ବୋଲି କହିଛନ୍ତି…

ଦିଲ୍ଲୀ ପିଜି ଟ୍ରାଜେଡି ପରେ ରାଜ୍ୟ ସରକାରଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ: ଭଙ୍ଗାଯିବ ଅସୁରକ୍ଷିତ କୋଠା

ଭୁବନେଶ୍ୱର: ଦିଲ୍ଲୀ PG ଟ୍ରାଜେଡି ପରେ ଭୁବନେଶ୍ୱରରେ କେତେ ସୁରକ୍ଷିତ ବିଭିନ୍ନ ବିଲ୍ଡିଂ । ରାଜଧାନୀ ଭୁବନେଶ୍ୱରରେ ଭଙ୍ଗାଯିବ ଅସୁରକ୍ଷିତ କୋଠା। ୧୫ ଦିନ ଭିତରେ ଅସୁରକ୍ଷିତ କୋଠା ଚିହ୍ନଟ ପାଇଁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ। ଅସୁରକ୍ଷିତ ବିଲ୍ଡିଂ ଯାଞ୍ଚ କରିବାକୁ ଗଠନ ହୋଇଛି ସ୍ବତନ୍ତ୍ର…

Sasur Murder Case: ୨୧ ଦିନରେ ୩୩୦ କଲ୍‌…ଚାକର ସହ ମିଶି କୋଟିପତି ଶ୍ବଶୁରକୁ ମାରିଦେଲା ବୋହୂ?

କାନପୁର: ୨୧ ଦିନରେ ୩୩୦ କଲ୍‌...ଚାକର ସାଙ୍ଗରେ କି ଗପ ଗପୁଥିଲା ବୋହୂ? କାନପୁର କୋଟିପତି ଶ୍ବଶୁର ହତ୍ୟାକାଣ୍ଡରେ ବଡ ଖୁଲାସା! କାନପୁରର କୋଟିପତି ଔଷଧ ବ୍ୟବସାୟୀ ବିନୀତ ମନୋଚାଙ୍କ ହତ୍ୟାକାଣ୍ଡରେ ଦିନକୁ ଦିନ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ଏବେ ପୋଲିସ ହାତରେ ଲାଗିଛି ଏମିତି ଏକ କଲ୍‌…

Snehangini’s husband suspended:ସ୍ନେହାଙ୍ଗିନୀ ଛୁରିଆଙ୍କ ସ୍ୱାମୀ ଚାକିରିରୁ ସସପେଣ୍ଡ;ରାଜନୈତିକ…

ଭୁବନେଶ୍ୱର:ପୂର୍ବତନ ବିଧାୟକ ସ୍ନେହାଙ୍ଗିନୀ ଛୁରିଆଙ୍କ ସ୍ବାମୀ ଦୁର୍ଗା ଛୁରିଆଙ୍କୁ କାର୍ଯ୍ୟରୁ ସସପେଣ୍ଡ୍‌ କରାଯାଇଛି । ରାଜନୈତିକ କାର୍ଯ୍ୟକଳାପରେ ସମ୍ପୃକ୍ତି ଥିବା ଅଭିଯୋଗରେ ଓଡ଼ିଶା ସହକାରୀ ସମିତି ରେଜିଷ୍ଟ୍ରାରଙ୍କ କାର୍ଯ୍ୟାଳୟ ପକ୍ଷରୁ ତାଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି ।…

Rahul Hits Back: ମୋଦିଙ୍କୁ କଡା ଜବାବ ଦେଲେ ରାହୁଲ, କହିଲେ, ‘ଲଜ୍ଜିତ, ବଦନାମ ଓ ନିରବ କରିବାକୁ ଉଦ୍ୟମ…’

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ଦିମାଗୀ ନକ୍ସଲ’ ମନ୍ତବ୍ୟକୁ ନେଇ ଏବେ ପାଲଟା ଆକ୍ରମଣ କରିଛନ୍ତି କଂଗ୍ରେସ ସାଂସଦ ତଥା ଲୋକସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ। ଏକ୍ସରେ ପୋଷ୍ଟ କରି ରାହୁଲ ଅଭିଯୋଗ କରିଛନ୍ତି ଯେ, ସରକାରଙ୍କୁ ପ୍ରଶ୍ନ କରୁଥିବା ଲୋକଙ୍କୁ ‘ଦିମାଗୀ…

ଓଡ଼ିଶା ପୋଲିସ ଡିଜି ନିଯୁକ୍ତି ମାମଲା: ପକ୍ଷଭୁକ୍ତ ହେଲେ ଆଇପିଏସ୍‌ ସୁଶାନ୍ତ ନାଥ

କଟକ: ରାଜ୍ୟ ସରକାରଙ୍କ ଅଡୁଆ ବଢ଼ାଉଛି ଓଡ଼ିଶା ପୋଲିସ୍ ଡିଜି ନିଯୁକ୍ତି ବିବାଦ। ନିଯୁକ୍ତି ପ୍ରକ୍ରିୟାକୁ ବିରୋଧ କରି ସୁପ୍ରିମ୍‌କୋର୍ଟରେ ରୁଜୁ ମାମଲାରେ ସୋମବାର ପ୍ରଥମ ଚୟନ ତାଲିକାରେ ଥିବା ବରିଷ୍ଠ ଆଇପିଏସ୍‌ଙ୍କ ମଧ୍ୟରୁ ସୁଶାନ୍ତ ନାଥ ପକ୍ଷଭୁକ୍ତ ହୋଇଛନ୍ତି। ଚୟନ ତାଲିକାରେ ପ୍ରଥମେ…

୯ ଯୁବ IASଙ୍କୁ ଉପଜିଲ୍ଲାପାଳ ନିଯୁକ୍ତି…

ଭୁବନେଶ୍ୱର: ଟ୍ରେନିଂରୁ ଫେରିବା ପରେ ଓଡ଼ିଶା ସରକାର ଭାରତୀୟ ପ୍ରଶାସନିକ ସେବା (IAS)ର ୯ ଜଣ ୨୦୨୪ ବ୍ୟାଚ୍ ଅଧିକାରୀଙ୍କୁ ବିଭିନ୍ନ ଜିଲ୍ଲାରେ ଉପ-ଜିଲ୍ଲାପାଳ ଭାବରେ ନିଯୁକ୍ତି ଦେଇଛନ୍ତି। ଅଧିକାରୀମାନେ ସେମାନଙ୍କ ନ୍ୟସ୍ତ କ୍ଷେତ୍ରରେ ସବ୍- ଡିଭିଜିନାଲ ମାଜିଷ୍ଟ୍ରେଟ୍ ଭାବରେ ମଧ୍ୟ…

୧୫ ଦିନ ଭିତରେ ଅସୁରକ୍ଷିତ କୋଠା ଚିହ୍ନଟ ନିର୍ଦ୍ଦେଶ: ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟବ୍ୟାପୀ ଅସୁରକ୍ଷିତ ଏବଂ ଜରାଜୀର୍ଣ୍ଣ କୋଠା ଚିହ୍ନଟ କରିବା ପାଇଁ ଓଡ଼ିଶା ସରକାର ୧୫ ଦିନିଆ ଯାଞ୍ଚ ଅଭିଯାନ ଆରମ୍ଭ କରିଛନ୍ତି। ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ଜନସାଧାରଣଙ୍କ ସୁରକ୍ଷା ପ୍ରତି ବିପଦ ସୃଷ୍ଟି କରୁଥିବା କୋଠା ବିରୋଧରେ…