ଟ୍ରମ୍ପଙ୍କ ୧୦ ଦିନିଆ ଯୁଦ୍ଧବିରତି
ୱାଶିଂଟନ: ଇରାନ ସହିତ ଚାଲିଥିବା ଆମେରିକା-ଇସ୍ରାଏଲ ଯୁଦ୍ଧ ମଧ୍ୟରେ ଏକ ନୂତନ ଖବର ସାମ୍ନାକୁ ଆସିଛି। ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ, ତେହେରାନର ଅନୁରୋଧରେ ଆମେରିକା ଇରାନର ଶକ୍ତି ଭିତ୍ତିଭୂମି ଉପରେ ଆକ୍ରମଣକୁ ୧୦ ଦିନ ପାଇଁ ବିରତ କରୁଛି। ଡୋନାଲ୍ଡ ଟ୍ରମ୍ପ ସୋସିଆଲ ପ୍ଲାଟଫର୍ମ…