Latest Odisha News

BREAKING NEWS

ରଥଯାତ୍ରା ଶେଷ ସମନ୍ୱୟ ବୈଠକରେ ଯୋଗଦେବେ ମୁଖ୍ୟମନ୍ତ୍ରୀ

ପୁରୀ : ଆଉ ୧୨ ଦିନ ପରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଆଉ ଏଥିପାଇଁ ଚାଲିଛି ଜୋରଦାର ପ୍ରସ୍ତୁତି। ଆସନ୍ତା ୧୩ ତାରିଖ ପୂର୍ବାହ୍ଣ ୧୧ଟାରେ ଅନୁଷ୍ଠିତ ହେବ ରଥଯାତ୍ରା ତୃତୀୟ ତଥା ଶେଷ ସମନ୍ୱୟ ବୈଠକ। ପ୍ରତିବର୍ଷ ଭଳି ଚଳିତବର୍ଷ ଏହି ବୈଠକରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି…

କଟକ ସହରରେ ସିରିଜ୍‌ ଦୁର୍ଘଟଣା, ବେପରୁଆ ଗାଡି ଚାଳକ ଅଟକ

କଟକ: ଏକ ଦୁର୍ଭାଗ୍ୟଜନକ ଘଟଣାକ୍ରମରେ ବାରବାଟୀ ଷ୍ଟାଡିୟମ, ଯୋବ୍ରା, ଓ ଚାଉଳିଆଗଞ୍ଜ ନିକଟରେ ଜଣେ ନିଶାସକ୍ତ ବ୍ୟକ୍ତିଙ୍କ ଦ୍ୱାରା ପରିଚାଳିତ ଏକ କାର୍ ଏକାଧିକ ଗାଡ଼ିକୁ ଧକ୍କା ଦେବା ଫଳରେ କଟକରେ ସିରିଜ ଦୁର୍ଘଟଣା ଦେଖିବାକୁ ମିଳିଛି। ବେପରୁଆ ଡ୍ରାଇଭର ଜଣଙ୍କୁ ପରେ ସ୍ଥାନୀୟ ଲୋକେ କାବୁ…

ଶ୍ରୀଜିଉଙ୍କ ଶ୍ରୀଅଙ୍ଗ ଫିଟା ନୀତି, ଅଣସର ଘରେ ମହାପ୍ରଭୁଙ୍କ ଚାଲିଛି ଉପଚାର

ପୁରୀ: ଅଣସର ଘରେ ଶ୍ରୀଜିଉଙ୍କ ଚାଲିଛି ଉପଚାର। ସ୍ନାନ ପୂର୍ଣ୍ଣିମାରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପଡ଼ିଛନ୍ତି ଚତୁର୍ଦ୍ଧାବିଗ୍ରହ। ଅଣସର ଘରେ ଅଣସର ପିଣ୍ଡିରେ ବିଜେ କରିଛନ୍ତି ଶ୍ରୀଜିଉ। ଚାଲିଛି ଗୁପ୍ତ ସେବା। ମହାପ୍ରଭୁଙ୍କ ସେବାରେ ଲାଗିଛନ୍ତି ଦଇତାପତି ସେବକ।…

ଅନୁବାଦ କବିତା : ଚନ୍ଦ୍ରାହତ

ମୂଳ ବଙ୍ଗଳା: ଜୟ ଗୋସ୍ୱାମୀ ଚନ୍ଦ୍ର ଦେହରେ ଉଲକା ମାଡ଼ର ଗାତ ଚନ୍ଦ୍ର ଉପରେ ବହୁବର୍ଷର ଉଲକା ଗୁଣ୍ଡର ଧୂଳି ଶରୀରରେ ହଜାର ମାଇଲର କଟା ଦାଗ ଏବଂ ତା ମସ୍ତିସ୍କରେ ଶୁଖି ବାଲି ହୋଇଯାଇଥିବା ସମୁଦ୍ର। ଛାତ ଉପରେ ଚନ୍ଦ୍ରାହତ ମଣିଷ ତାର ନାକ, କାନ, ମୁହଁ ଦେଇ କ୍ରମାଗତ ବହି…

ସ୍କୁଲ ଛୁଟି ଖୋଲିବା ପୂର୍ବରୁ ଅଭିଭାବକ ଓ ଛାତ୍ରଛାତ୍ରୀ ଚିନ୍ତିତ; ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ଉପରେ ଗୁରୁତ୍ୱ

ବାହାନଗା: ଗ୍ରୀଷ୍ମ ଛଟି ଶେଷ ହେବାକୁ ଯାଉଛି। ଖୋଲିବାକୁ ଯାଉଛି ସ୍କୁଲ। ହେଲେ ବାହାନଗା ବଜାର ହାଇସ୍କୁଲରେ ଗ୍ରୀଷ୍ମ ଛୁଟି ପରେ ଛାତ୍ରଛାତ୍ରୀମାନେ ଆସିବାକୁ କେତେ ପ୍ରସ୍ତୁତ ତାହା ଏବେ ଆଲୋଚନାର ବିଷୟ ହୋଇଛି। ଏପରି ଆଲୋଚନାର କାରଣ ନିକଟରେ ଘଟିଥିବା ଟ୍ରେନ ଦୁର୍ଘଟଣା। ଯାହାକୁ ନେଇ…

ମାଲଗାଡି ଓ୍ବାଗନ ତଳେ ଚାପି ହୋଇ ୬ ଜଣଙ୍କ ମୃତ୍ୟୁ

ଯାଜପୁର: ଯାଜପୁର ଜିଲ୍ଲାରେ ବୁଧବାର ଏକ ହୃଦୟ ବିଦାରକ ଘଟଣା ଘଟିଛି। ମାଲଗାଡି ଓ୍ବାଗନ ତଳେ ଚାପି ହୋଇଯିବାରୁ ୬ ଜଣଙ୍କ ମୃତ୍ୟୁ ଘଟିଛି। ଇଷ୍ଟକୋଷ୍ଟ ରେଲଓ୍ବେ ଏହି ଦୁର୍ଭାଗ୍ୟଜନକ ଘଟଣାକୁ ସୁନିଶ୍ଚିତ କରି କହିଛି ଯେ ପୀଡ଼ିତମାନେ ଠିକା ଶ୍ରମିକ ଥିଲେ ଯେଉଁମାନେ ଯାଜପୁର-କେନ୍ଦୁଝର ରୋଡ୍…

ତିନି ବରିଷ୍ଠ ଆଇପିଏସ ଅଧିକାରୀଙ୍କୁ ଅତିରିକ୍ତ ଦାୟିତ୍ୱ ଦେଲେ ରାଜ୍ୟ ସରକାର, ଅରୁଣ ବୋଥ୍ରାଙ୍କୁ ?

ଭୁବନେଶ୍ୱର: ରାଜ୍ୟର ତିନି ଜଣ ବରିଷ୍ଠ ଆଇପିଏସ୍ ଅଧିକାରୀଙ୍କୁ ଅତିରିକ୍ତ ଦାୟିତ୍ୱ ଦେଇଛନ୍ତି ସରକାର। ବୁଧବାର ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ ଅନେକ ଗୁରୁତ୍ୱପୂର୍ଣ୍ଣ ନିଯୁକ୍ତି ଦିଆଯାଇଛି। ସିଆଇଡି-କ୍ରାଇମବ୍ରାଞ୍ଚର ଅତିରିକ୍ତ ଡିଜି ଅରୁଣ ବୋଥ୍ରା ଏବେ କ୍ୟାପିଟାଲ…

ଦୂରଦର୍ଶନର ଲୋକପ୍ରିୟ ନ୍ୟୁଜ ଆଙ୍କର ଗୀତାଞ୍ଜଳୀଙ୍କ ପରଲୋକ

ନୂଆଦିଲ୍ଲୀ: ଦୂରଦର୍ଶନର ଲୋକପ୍ରିୟ ନ୍ୟୁଜ ଆଙ୍କର ଗୀତାଞ୍ଜଳୀ ଆୟାରଙ୍କ ବୁଧବାର ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୧ ବର୍ଷ ବୟସ ହୋଇଥିଲା । ସେ ତାଙ୍କ କ୍ୟାରିୟରରେ ୪ଥର ଶ୍ରେଷ୍ଠ ଆଙ୍କର ପୁରସ୍କାର ପାଇଛନ୍ତି । ନ୍ୟୁଜ ଆଙ୍କର ବ୍ୟତୀତ ସେ ଏ ଡେଟ ୱିଥ ୟୁର ସଂଚାଳକ ମଧ୍ୟ ଥିଲେ ।…

୧୮ ବର୍ଷରୁ କମ ବାଳିକା ରଗବୀ : ମହାରାଷ୍ଟ୍ରକୁ ହରାଇ ଓଡିଶା ଚାମ୍ପିୟନ

ପୁଣେ: ଓଡିଶା ୧୮ ବର୍ଷରୁ କମ ବାଳିକା ଜାତୀୟ ରଗବୀ ୭ ଚାମ୍ପିୟନଶିପରେ ବାଜି ମାରିଛି । ଫାଇନାଲରେ ଓଡିଶା ୫୨-୦ରେ ମହାରାଷ୍ଟ୍ରକୁ ହରାଇ ଚାମ୍ପିୟନ ହୋଇଛି । ୨୭ଟି ରାଜ୍ୟ ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ । ଗତ ସଂସ୍କରଣରେ ଓଡିଶା ରନର୍ସଅପ ହୋଇଥିଲା । ଗ୍ରୁପ ପର୍ଯ୍ୟାୟରେ ମଧ୍ୟ…

ଅବସରରୁ ଓହରିଲେ ମୋଇନ ଅଲୀ, ଆଶେସ ଟିମରେ ସାମିଲ

ଲଣ୍ଡନ: ଇଂଲଣ୍ଡ କ୍ରିକେଟ ଟିମର ଅଲରାଉଣ୍ଡର ମୋଇନ ଅଲୀ ଟେଷ୍ଟ କ୍ରିକେଟ ଅବସର ନିଷ୍ପତିରୁ ଓହରିଛନ୍ତି । ଅଷ୍ଟ୍ରେଲିଆ ବିପକ୍ଷ ଆଶେସ ସିରିଜ ପାଇଁ ଦଳରେ ତାଙ୍କର ଆବଶ୍ୟକତା ରହିଛି ବୋଲି ଅଧିନାୟକ ବେନ ଷ୍ଟୋକ୍ସ, ମୂଖ୍ୟ କୋଚ ବ୍ରାଣ୍ଡେନ ମ୍ୟାକକୁଲାମ ଓ ମ୍ୟାନେଜିଂ ଡାଇରେକ୍ଟର ରବର୍ଟ କିସ…