Latest Odisha News

BREAKING NEWS

ମୃତ୍ୟୁର ଦୁଇ ଦିନ ପରେ ମୃତକଙ୍କୁ ମିଳିଲା ଜାମିନ

ମୁମ୍ବାଇ: ମୃତ୍ୟୁର ଦୁଇ ଦିନ ପରେ ଜଣେ ବ୍ୟକ୍ତିଙ୍କୁ ମିଳିଲା "ଚିକିତ୍ସା ଏବଂ ମାନବ ଅଧିକାର" ଆଧାରରେ ଅସ୍ଥାୟୀ ଜାମିନ। ଏକ ଠକେଇ ମାମଲାରେ ଗିରଫ ହୋଇଥିବା ୬୨ ବର୍ଷିୟ ବ୍ୟକ୍ତିର ମୃତ୍ୟୁ ପରେ ମୁମ୍ବାଇ କୋର୍ଟ ଅସ୍ଥାୟୀ ଜାମିନ ପ୍ରଦାନ କରିଛନ୍ତି। ମେ ୯ ତାରିଖରେ ତାଙ୍କ ଜାମିନ ଆବେଦନ ଉପରେ…

ଆତଙ୍କବାଦୀ ସହଯୋଗୀଙ୍କ ୧୦ଟି ସ୍ଥାନରେ ଏନଆଇଏର ଚଢାଉ

ନୂଆଦିଲ୍ଲୀ: ନ୍ୟାସନାଲ ଇନଭେଷ୍ଟିଗେସନ୍ ଏଜେନ୍ସି (ଏନଆଇଏ) କାନାଡାରେ ରହୁଥିବା ଆତଙ୍କବାଦୀ ଅର୍ଶଦୀପ ଡାଲାର କିଛି ସହଯୋଗୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଥିବା ବେଳେ ପଞ୍ଜାବ ଏବଂ ହରିୟାଣାରେ ସେମାନଙ୍କ ସହ ଜଡିତ ୧୦ ଟି ସ୍ଥାନରେ ଚଢାଉ କରିଛି। ଏନେଇ ଜଣେ ଅଧିକାରୀ ସୂଚନା…

ବ୍ରାଡମ୍ୟାନଙ୍କ ରେକର୍ଡ ସହ ସମକକ୍ଷ ହେବା ଲକ୍ଷ୍ୟରେ କୋହଲି

ନୂଆଦିଲ୍ଲୀ: ୱାର୍ଲ୍ଡ ଟେଷ୍ଟ ଚାମ୍ପିୟନଶିପ ଫାଇନାଲରେ ବୁଧବାର ଭାରତ-ଅଷ୍ଟ୍ରେଲିଆ ମୁହାଁମୁହିଁ ହେବେ । ଏହି ମ୍ୟାଚ ମାଧ୍ୟମରେ ବିରାଟ କୋହଲି ଅଷ୍ଟ୍ରେଲିଆ ମହାନ ବ୍ୟାଟ୍ସମ୍ୟାନ ଡନ ବ୍ରାଡମ୍ୟାନଙ୍କ ଏକ ରେକର୍ଡ ସହ ସମକକ୍ଷ ହେବା ପାଇଁ ଉଦ୍ୟମ କରିବେ । ବ୍ରାଡମ୍ୟାନ ଟେଷ୍ଟ କ୍ରିକେଟରେ ୨୯…

ମୋଦି ସରକାରର ୯ ବର୍ଷ ପୂର୍ତ୍ତି ଅବସରରେ ଯୁବମୋର୍ଚ୍ଚାର ମହାଜନସମ୍ପର୍କ ଅଭିଯାନ

ଭୁବନେଶ୍ୱର: ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସେବା, ସୁଶାସନ ଓ ଗରୀବକଲ୍ୟାଣର ୯ବର୍ଷ ପୂର୍ତି ଅବସରରେ କେନ୍ଦ୍ର ସରକାରଙ୍କ ଉପଲବ୍ଧି ଓ ସଫଳତାକୁ ଘରେ ଘରେ ପହଁଚାଇବା, ଲୋକଙ୍କ ମଧ୍ୟରେ ଚର୍ଚ୍ଚା ପରିସରକୁ ଆଣିବା, ସାଧାରଣ ଲୋକଙ୍କୁ ଏହାର ଭାଗିଦାରୀ କରିବା, ଲାଭାର୍ଥୀଙ୍କ ସହ…

ପୁରୀବାସୀଙ୍କ ପାଇଁ ଶ୍ରୀମନ୍ଦିରର ଚାରିଦ୍ୱାର ଖୋଲିବାକୁ ଦାବି

ପୁରୀ: ଶ୍ରୀକ୍ଷେତ୍ରବାସୀଙ୍କ ପାଇଁ ଖୋଲୁ ଶ୍ରୀମନ୍ଦିରର ଚାରିଦ୍ୱାର । ଆଜି ପୁରୀ ଜିଲ୍ଲା ଯୁବ ଅଧିବକ୍ତା ମଞ୍ଚ ପକ୍ଷରୁ ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା ନେଇ ଶ୍ରୀମନ୍ଦିର ପ୍ରଶାସନକୁ ଦାବି ପତ୍ର ପ୍ରଦାନ କରାଯାଇଛି । ପୁରୀବାସୀଙ୍କ ଆଧାର କାର୍ଡ କିମ୍ବା ଅନ୍ୟ କୌଣସି ପରିଚୟ ପତ୍ର ଦେଖି…

ଏନ୍‍ଆଇଆର୍‍ଏଫ୍‍ ରାଙ୍କିଂ, ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ତାଲିକାର ୧୬ତମ ସ୍ଥାନରେ କିଟ୍‍

ଭୁବନେଶ୍ୱର: ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରାଳୟ ପକ୍ଷରୁ ପ୍ରତିବର୍ଷ ପ୍ରକାଶ ପାଉଥିବା ନ୍ୟାସ୍‍ନାଲ୍‍ ଇନ୍‍ଷ୍ଟିଚ୍ୟୁସନାଲ୍‍ ର‌୍ୟାଙ୍କିଂ ଫ୍ରେମ୍‍ ୱାର୍କ (ଏନ୍‍ଆଇଆର୍‍ଏଫ୍‍) ସୋମବାର ପ୍ରକାଶ ପାଇଛି। ଏଥିରେ ଭାରତର ସମସ୍ତ ସରକାରୀ ଓ ଘରୋଇ ବିଶ୍ୱବିଦ୍ୟାଳୟକୁ ନେଇ ତାଲିକା ପ୍ରସ୍ତୁତ…

ବିଶ୍ୱ ପରିବେଶ ଦିବସ ୨୦୨୩ ଜେଏସପି ବଡ଼ବିଲ, ଟେନସା ଏବଂ କାସିଆ ୟୁନିଟରେ ପାଳିତ

ଯୋଡ଼ା/ବଡ଼ବିଲ: ବିଶ୍ୱ ପରିବେଶ ଦିବସ ୨୦୨୩, ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ବଡ଼ବିଲ ପେଲେଟ ପ୍ଲାଣ୍ଟ, ଟେନସା ଏବଂ କାସିଆ ମାଇନ୍ସରେ ମହା ସମାରୋହରେ ପାଳିତ ହୋଇଯାଇଛି | ଚଳିତ ବର୍ଷ ବିଶ୍ୱ ପରିବେଶ ଦିବସ “ପ୍ଲାଷ୍ଟିକ୍ ପ୍ରଦୂଷଣ ରୋକିବା” ବିଷୟବସ୍ତୁ ଉପରେ ପାଳନ କରାଯାଉଛି, - ଏହା ସ୍ମରଣ…

କେମିତି ପାଇବେ ଟ୍ରେନ୍ ଦୁର୍ଘଟଣା ସହାୟତା ?

ଭୁବନେଶ୍ୱର: ବାଲେଶ୍ୱର ବାହାନଗାରେ ଟ୍ରେନ୍ ଦୁର୍ଘଟଣାରେ ୨୮୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ହଜାରରେ ଅଧିକ ଆହତ ହୋଇଛନ୍ତି । ମୃତକଙ୍କୁ ଚିହ୍ନଟ କରିବା ଲାଗି ରେଳ ବିଭାଗ ଓ ସରକାରଙ୍କୁ ଫଟୋ ସହ ତାଲିକା ଜାରି କରାଯାଇଛି । ମୃତକଙ୍କ ସମ୍ପର୍କୀୟ ପ୍ରମାଣ ଦେଇ ହସ୍ପିଟାଲରୁ ମୃତଦେହ ଗ୍ରହଣ…

ଆସୁଅଛି ଶେଖର କାପୁରଙ୍କ କ୍ଲାସିକ ଫିଲ୍ମ ମାସୁମର ସିକ୍ୱେଲ

ମୁମ୍ବାଇ:ଭାରତୀୟ ସିନେମା ଇତିହାସରେ ଫିଲ୍ମମେକର ଶେଖର କାପୁର ଦର୍ଶକଙ୍କୁ ଅନେକ ଭଲ ଫିଲ୍ମ ଭେଟି ଦେଇଛନ୍ତି । ଏହା ମଧ୍ୟରେ ୧୯୮୩ରେ ରିଲିଜ ହୋଇଥିବା ମାସୁମ ଅନ୍ୟତମ । ଦର୍ଶକଙ୍କୁ ଏହି ଫିଲ୍ମ ସର୍ବଦା ପସନ୍ଦ ଆସିଅଛି । ବଲିଉଡ ହଙ୍ଗାମାରେ ପ୍ରକାଶିତ ଖବର ଅନୁସାରେ ଶେଖର କାପୁର ଏହାର…

ଆରବସାଗରରେ ସୃଷ୍ଟି ହେଲା ବାତ୍ୟା ‘ବିପର୍ଯ୍ୟୟ’, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର: ଦକ୍ଷିଣପୂର୍ବ ଆରବ ସାଗରରେ ଗଭୀର ଅବପାତ, ବାତ୍ୟା ‘ବିପର୍ଯ୍ୟୟ’ରେ ପରିଣତ ହୋଇଛି । ଏବେ ବାତ୍ୟା ବାତ୍ୟା ‘ବିପର୍ଯ୍ୟୟ’ ପୂର୍ବକେନ୍ଦ୍ରୀୟ ଏବଂ ତତସଂଲଗ୍ନ ଦକ୍ଷିଣପୂର୍ବ ଆରବ ସାଗରରେ ରହିଛି । ଏହା କ୍ରମଶଃ ଉତ୍ତର ଦିଗରେ ଗତି କରି ଆଗାମୀ ୨୪ ଘଣ୍ଟାରେ ଆହୁରି ଘନୀଭୂତ ହୋଇ ଭୀଷଣ…