ଆସନ୍ତାକାଲି କଟକ ଆସିବେ ମମତା ବାନାର୍ଜୀ, ସିବିଆଇ ତଦନ୍ତ ନିର୍ଦ୍ଦେଶକୁ ନେଇ ଉଠାଇଲେ ପ୍ରଶ୍ନ
କୋଲକାତା: ବାହାନଗା ମର୍ମନ୍ତୁଦ ଟ୍ରେନ୍ ଦୁର୍ଘଟଣା ପରେ ଦ୍ବିତୀୟ ଥର ପାଇଁ ଓଡ଼ିଶା ଗସ୍ତରେ ଆସିବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ଆସନ୍ତାକାଲି କଟକ ଗସ୍ତ କରିବେ ବୋଲି ଆଜି ସେ କୋଲକାତାରେ ଗଣମାଧ୍ୟମ ପ୍ରତିନିଧିଙ୍କୁ କହିଛନ୍ତି।
ଏହି ଗସ୍ତ ସମୟରେ ଏସସିବି ମେଡିକାଲରେ…