ପୁରୀ ଓଁକାରେଶ୍ୱର ମନ୍ଦିର ନିକଟରେ ଦୁର୍ଘଟଣା, ବସ ଧକ୍କାରେ ଚାଲିଗଲା ତିନି ଜୀବନ
ପୁରୀ: ଭୋଜି ଖାଇ ଫେରିବା ବେଳେ ଅଘଟଣ। ପୁରୀ ଜିଲ୍ଲାର ଓଁକାରେଶ୍ୱର ମନ୍ଦିର ନିକଟରେ ଏକ ବସ୍ ଦୁର୍ଘଟଣା ଘଟି ୩ ଜଣଙ୍କର ମୃତ୍ୟୁ ଘଟିଛି। ମୃତକମାନେ ଗଞ୍ଜାମ ଜିଲ୍ଲାର ଗୋଟିଏ ପରିବାରର ହୋଇଥିବା ବେଳେ ସେମାନେ ଏକ ନିର୍ବନ୍ଧ ଉତ୍ସବରେ ଯୋଗଦେବା ପାଇଁ ପୁରୀ ଆସିଥିଲେ ବୋଲି ଜଣାପଡ଼ିଛି।…