Latest Odisha News

BREAKING NEWS

ଟ୍ରେନ ଟ୍ରାଜେଡି: ଦୁର୍ଘଟଣାସ୍ଥଳରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ, ଆହତଙ୍କୁ ଭେଟିଲେ

ଭୁବନେଶ୍ୱର: ବାଲେଶ୍ୱର ବାହାନଗା ଷ୍ଟେସନର ଦୁର୍ଘଟଣାସ୍ଥଳରେ ସକାଳୁ ସକାଳୁ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଘଟଣାସ୍ଥଳରେ ପହଞ୍ଚି ଘଟଣାର ସ୍ଥିତି ଅନୁଧ୍ୟାନ କରୁଛନ୍ତି ।   ଆହତଙ୍କୁ  ଭେଟିଛନ୍ତି । ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ଉଦ୍ଧାର କାର୍ଯ୍ୟ ତ୍ୱରାନ୍ୱିତ…

ଛାତିଥରା ଟ୍ରେନ ଦୁର୍ଘଟଣା: ମର ଶରୀର ପକେଟରେ ରିଙ୍ଗ୍ ହେଉଛି ମୋବାଇଲ… କେଉଁଠି ଅଛ ଫୋନ୍ ଉଠାଅ…

ବାଲେଶ୍ୱର: ବାହାନଗାରେ ଘଟିଥିବା ଭୟଙ୍କର ଟ୍ରେନ ଦୁର୍ଘଟଣା ସ୍ଥଳରେ ପଡି ରହିଥିବା ମର ଶରୀର, ଆହତଙ୍କୁ ଦେଖିବା କଷ୍ଟକର । ଏହି ଘଟଣାରେ ମୃତ୍ୟୁ ସଂଖ୍ୟା ୨୮୮କୁ ବୃଦ୍ଧି ପାଇଥିବା ବେଳେ ୯୦୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଏନଡିଆରଏଫ୍ ଓ ଏସଡିଆରଏଫ୍ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି।…

କରମଣ୍ଡଳ ଟ୍ରେନ ଦୁର୍ଘଟଣା: ୨୮୮ ଜଣଙ୍କ ମୃତ୍ୟୁ, ୯୦୦ରୁ ଅଧିକ ଆହତ, ସ୍ଥିତି ଅନୁଧ୍ୟାନ କଲେ ରେଳମନ୍ତ୍ରୀ

ବାଲେଶ୍ୱର: ଶୁକ୍ରବାର ସନ୍ଧ୍ୟାରେ ବାଲେଶ୍ୱର ବାହାନଗାରେ ଘଟିଥିବା ରେଳ ଦୁର୍ଘଟଣା ପରେ ଶନିବାର କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ସରକାରୀ ସୂତ୍ରରୁ ସୂଚନା ମିଳିଛି ଯେ ଏହି ଦୁର୍ଘଟଣାରେ ୨୮୮ ଜଣଙ୍କ ଜୀବନ ଯାଇଛି ଏବଂ ପ୍ରାୟ ୯୦୦…

କରମଣ୍ଡଳ ଏକ୍ସପ୍ରେସ୍ ଦୁର୍ଘଟଣା ପରେ ବାତିଲ ହେଲ ୧୧ ଟ୍ରେନ

ଭୁୁବନେଶ୍ୱର: ବାଲେଶ୍ୱରର  ବାହାନଗାରେ ବଡ ଧରଣର ଟ୍ରେନ ଦୁର୍ଘଟଣା । ଦୁର୍ଘଟଣା ଜନିତ ମୃତ୍ୟୁ ସଂଖ୍ୟା ୫୦ ବୋଲି କୁହାଯାଉଥିବାବେଳେ ଏହି ସଂଖ୍ୟା ଆହୁରି ବଢିବାର ଆଶଙ୍କା ରହିଛି । ୨୦୦ରୁ ଅଧିକ ଆହତ ହୋଇଛନ୍ତି । ଦୁଇ ଦୁଇଟି ଟ୍ରେନ ସମେତ ଏକ ମାଲବାହୀ ଟ୍ରେନ ଦୁର୍ଘଟଣାଗ୍ରସ୍ତ ହୋଇଛି ।…

ଟ୍ରେନ୍ ଦୁର୍ଘଟଣାରେ ୫୦ରୁ ଅଧିକ ମୃତ ! କାଲି ଦୁର୍ଘଟଣାସ୍ଥଳକୁ ଯିବେ ମୁଖ୍ୟମନ୍ତ୍ରୀ, ରେଳମନ୍ତ୍ରୀ

ବାଲେଶ୍ୱର: ବାହାନଗାରେ ଷ୍ଟେସନ ନିକଟରେ କରମଣ୍ଡଳ ଏକ୍ସପ୍ରେସ୍ (୧୨୮୪୧) ଓ ବେଙ୍ଗଳୁରୁ-ହାୱଡ଼ା ସୁପରଫାଷ୍ଟ (୧୨୮୬୪) ଦୁର୍ଘଟଣାରେ ୫୦ରୁ ଅଧିକ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଦୁର୍ଘଟଣାରେ ୨୦୦ରୁ ଅଧିକ ଜଣ ଆହତ ହୋଇଥିବା ବେଳେ ଉଭୟ ଏକ୍ସପ୍ରେସର ଏକାଧିକ ବଗି କ୍ଷତିଗ୍ରସ୍ତ ହୋଇଛି…

ଥାଇଲାଣ୍ଡ ଓପନ ବ୍ୟାଡମିଂଟନ: ସେମିରେ ଲକ୍ଷ୍ୟ ସେନ

ବ୍ୟାଙ୍କକ: ଚଳିତ ଥାଇଲାଣ୍ଡ ଓପନ ବ୍ୟାଡମିଂଟନରେ ଭାରତର ଲକ୍ଷ୍ୟ ସେନ ଚମତ୍କାର ପ୍ରଦର୍ଶନ କରି ସେମିଫାଇନାଲରେ ପ୍ରବେଶ କରିଛନ୍ତି । ତେବେ ଉଦୀୟମାନ ଖେଳାଳି କିରଣ ଜର୍ଜଙ୍କ ଅଭିଯାନ କ୍ୱାର୍ଟର ଫାଇନାଲରେ ଶେଷ ହୋଇଛି । ୨୧ ବର୍ଷୀୟ ଲକ୍ଷ୍ୟ ପୁରୁଷ ସିଙ୍ଗଲ୍ସ କ୍ୱାର୍ଟର ଫାଇନାଲରେ ମାଲେସିଆର…

ବାହାନଗାରେ କରମଣ୍ଡଳ ଏକ୍ସପ୍ରେସ୍ ସହ ବେଙ୍ଗଳୁରୁ-ହାୱଡ଼ା ସୁପରଫାଷ୍ଟ ଲାଇନଚ୍ୟୁତ୍, ୩୦ ମୃତ

ବାଲେଶ୍ୱର: ବାହାନଗାରେ ଘଟିଥିବା ବଡ଼ ଧରଣର ଟ୍ରେନ୍ ଦୁର୍ଘଟଣାରେ ପ୍ରାୟ ୩୦ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ବେଳେ ପ୍ରାୟ ୩୦ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ଦେଇଛି ଦକ୍ଷିଣପୂର୍ବ ରେଲୱେ । ମିଳିଥିବା ସୂଚନା ଅନୁସାରେ, ପ୍ରଥମେ ବାହାନଗା…

ଆହତଙ୍କୁ ନେବାକୁ ଆମ୍ବୁଲାନ୍ସ ଅଭାବ, ବସରେ ଡାକ୍ତରଖାନା ନେବାକୁ ନିର୍ଦ୍ଦେଶ

ବାଲେଶ୍ୱର: ବାହାନଗା ନିକଟରେ କରମଣ୍ଡଳ ଏକ୍ସପ୍ରେସ୍ ଦୁର୍ଘଟଣା ପରେ ଉଦ୍ଧାର କାର୍ଯ୍ୟ ବଡ଼ ଚ୍ୟାଲେଞ୍ଜ ପାଲଟିଛି । ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ସୂଚନା ଅନୁସାରେ, ଶତାଧିକ ଯାତ୍ରୀ ଆହତ ହୋଇଛନ୍ତି । ପ୍ରାୟ ୫୦ଟି ଆମ୍ବୁଲାନ୍ସ ଆହତଙ୍କୁ ମେଡିକାଲ୍ ନେବା ଲାଗି ନିୟୋଜିତ ହୋଇଛି ।…

ଦି କେରଳ ଷ୍ଟୋରୀ: କେଉଁଠାରୁ ଆଣିଥିଲେ ୩୨୦୦୦ ସଂଖ୍ୟା ତାର ପ୍ରମାଣ ଦେଲେ ମେକର୍ସ

ମୁମ୍ବାଇ: ଦି କେରଳ ଷ୍ଟୋରୀ ବକ୍ସ ଅଫିସରେ ଚମତ୍କାର ବ୍ୟବସାୟ କରିବା ପରେ ଶୁକ୍ରବାର ଏହାର ମେକର୍ସ ୩୨୦୦୦ ମହିଳାଙ୍କ ସମ୍ପର୍କରେ ଚାଂଚଲ୍ୟକର ଡାଟା ପ୍ରଦାନ କରିଛନ୍ତି । ଧର୍ମାନ୍ତରଣ କରି ଆଇଏସଆଇଏସରେ କିପରି କେରଳର ମହିଳାମାନଙ୍କୁ ସାମିଲ କରାଯାଇଥିଲା ତାହା ଏହି ଫିଲ୍ମର ବିଷୟବସ୍ତୁ…

ଗୋଟିଏ ଟ୍ରାକରେ ଥିଲା କି ମାଲବାହୀ ଟ୍ରେନ୍ ଓ କରମଣ୍ଡଳ ଏକ୍ସପ୍ରେସ୍ ? ଜାରି ହେଲା ହେଲ୍ପଲାଇନ୍ ନମ୍ବର

ବାଲେଶ୍ୱର: ମାଲବାହୀ ଟ୍ରେନକୁ ଧକ୍କା ଦେଇ କରମଣ୍ଡଳ ଏକ୍ସପ୍ରେସ୍ ଟ୍ରାକରୁ ଖସିବା ପରେ ଏକାଧିକ ବଗି କ୍ଷତିଗ୍ରସ୍ତ ହୋଇଛି । ସୋର ବାହନଗା ରେଲୱେ ଷ୍ଟେସନ ନିକଟରେ ହାୱଡ଼ା-ଶାଲିମାର ଏକ୍ସପ୍ରେସର ୩ଟି ଏସି କୋଚ୍ ଓ ୫ଟି ସ୍ଲିପର କୋଚ୍ ଦୁର୍ଘଟଣାରେ କ୍ଷତିଗ୍ରସ୍ତ ହୋଇଛି । ତେବେ ସୂଚନା…