ସଂସଦ ଭବନରେ ଅଖଣ୍ଡ ଭାରତର ନକ୍ସା ଦେଖି ଫିଡିକିଲେ ପଡୋଶୀ; ପାକିସ୍ତାନ କହିଲା ’ଆମେ ବହୁତ ଚିନ୍ତିତ’
ନୂଆଦିଲ୍ଲୀ: ନୂଆ ସଂସଦ ଭବନରେ ଅଖଣ୍ଡ ଭାରତର ନକ୍ସା ଦେଖି ଫିଡିକିଲେ ପଡୋଶୀ । ଭାରି ଅସନ୍ତୁଷ୍ଟ ୨ ଦେଶ । ନେପାଳ ପରେ ଏବେ ପାକିସ୍ତାନ ଅଖଣ୍ଡ ଭାରତକୁ ନେଇ ଅସନ୍ତୋଷ ଜାହିର କରିଛି । ପାକିସ୍ତାନ ବିଦେଶ ମନ୍ତ୍ରାଳୟ ପ୍ରବକ୍ତା ମୁମତାଜ ଜହରା କହିଛନ୍ତି, ଭାରତ ସଂସଦ ଭବନର ନୂଆ କୋଠାରେ…