Latest Odisha News

BREAKING NEWS

ଭାରତରେ ବର୍ଷକୁ ରକ୍ତ କର୍କଟ ରୋଗର ଶିକାର ହେଉଛନ୍ତି ୧ ଲକ୍ଷ ଲୋକ

ଭୁବନେଶ୍ୱର: ରକ୍ତ କର୍କଟ ସମସ୍ୟା ଏକ ଜଟିଳ ବ୍ୟାଧି । ଭାରତରେ ବର୍ଷକୁ ୧ ଲକ୍ଷ ଲୋକ ରକ୍ତ କର୍କଟ ରୋଗରେ ଚିହ୍ନଟ ହେଉଛନ୍ତି । ତେବେ ଉପଯୁକ୍ତ ଚିକିତ୍ସା ଏବଂ ଦୃଢ଼ମନୋବଳ ଦ୍ୱାରା ଏହି ରୋଗକୁ ପରାସ୍ତ କରିହେବ ବୋଲି ବିଶ୍ୱ ରକ୍ତ କର୍କଟ ଦିବସ ଅବସରରେ ବିଶେଷଜ୍ଞମାନେ ମତ ଦେଇଛନ୍ତି ।…

‘ମଣିପୁର ପଛରେ ବିଜେପିର ଗୁପ୍ତ ଏଜେଣ୍ଡା’

ଭୁବନେଶ୍ୱର: ମଣିପୁର ହିଂସାକୁ ନେଇ ରାଜନୀତି ତୀଵ୍ର ହେବାରେ ଲାଗିଛି। ହିଂସା ଯୋଗୁ ମଣିପୁର ଜଳିବା ସହ ବହୁ ଧନଜୀବନ ହାନି ହୋଇଛି। ଯାହାକୁ ନେଇ କଂଗ୍ରେସ ବିଜେପିକୁ ଟାର୍ଗେଟ କରିବା ସହ ଦଳର ପ୍ରତିନିଧି ମଣ୍ଡଳ ରାଷ୍ଟ୍ରପତିଙ୍କୁ ଭେଟିଛନ୍ତି। କଂଗ୍ରେସର ଜାତୀୟ ସଭାପତି ମଲ୍ଲିକାର୍ଜୁନ…

ମଣିପୁର ନିଆଁ, ‘ସମ୍ମାନ ଦିଅ ନ ହେଲେ ସମ୍ମାନ ଫେରାଇ ଦେବୁ’

ଇମ୍ଫାଲ: ପାଖାପାଖି ମାସେ ହେଲା ମେ ୩ରୁ ମଣିପୁର ଅଶାନ୍ତ ହୋଇ ପଡ଼ିଛି । ଏବେ ସୁଦ୍ଧା ହିଂସାରେ ୮୦ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ସ୍ଥିତି କେବେ ହେବ ସ୍ୱାଭାବିକ ? ଉତ୍ତରପୂର୍ବ ରାଜ୍ୟ ମଣିପୁରରେ ଶାନ୍ତି ଫେରାଇ ଆଣିବା ଲାଗି ଅଲମ୍ପିକ ପଦକ ବିଜେତା ମୀରାବାଇ ଚାନୁଙ୍କ ସହ ୧୧ କ୍ରୀଡ଼ାବିତ୍…

କଂଗ୍ରେସ ରାସ୍ତାରେ ଆନ୍ଧ୍ରର ଟିଡିପି, ଆପଣାଇଲା ଗ୍ୟାରେଣ୍ଟି ଫଣ୍ଡା

ଭୁବନେଶ୍ୱର: ଦେଶର ସାଧାରଣ ନିର୍ବାଚନ ସହ ବିଭିନ୍ନ ରାଜ୍ୟର ଆସନ୍ନ ବିଧାନସଭା ନିର୍ବାଚନକୁ ଦେଖି ଦେଶର ବିଭିନ୍ନ ପ୍ରମୁଖ ରାଜନୈତିକ ଦଳ ଆଗୁଆ ପ୍ରସ୍ତୁତିକୁ ଜୋରଦାର କରୁଛନ୍ତି। ବିଶେଷ କରି ଲୋକଙ୍କ ଆବଶ୍ୟକତାକୁ ଆଖି ଆଗରେ ରଖି ବିଭିନ୍ନ ଆଗୁଆ ସ୍କିମ ଘୋଷଣା ବେଶ ଲାଭଦାୟୀ ହେଉଛି।…

କର୍ଣ୍ଣାଟକର ଗ୍ୟାରେଣ୍ଟି, ସବୁଆଡେ ଜିତାଇବ!

ଭୁବନେଶ୍ୱର: କର୍ଣ୍ଣାଟକରେ କଂଗ୍ରେସ ପକ୍ଷରୁ ଦିଆଯାଇଥିବା ୫ ଟି ଗ୍ୟାରେଣ୍ଟି ପୂରଣ ପାଇଁ ବଢୁଛି ଚାପ। ଲୋକଙ୍କଠୁ ଆରମ୍ଭ କରି ବିରୋଧୀ ଚାପ ପକାଉଥିବା ବେଳେ ଖୋଦ ଦଳୀୟ ହାଇକମାଣ୍ଡଙ୍କ ପକ୍ଷରୁ ମଧ୍ୟ ତୁରନ୍ତ ଗ୍ୟାରେଣ୍ଟି ପୂରଣ ପାଇଁ କୁହାଯାଇଛି। ଯାହାକୁ ନେଇ ସିଦ୍ଦରମେୟା ସରକାରଙ୍କ ଚିନ୍ତା…

ମହମ୍ମଦ ଅଲୀ ବି ନଦୀରେ ଫିଙ୍ଗିଥିଲେ ଅଲିମ୍ପିକ ମେଡାଲ

ନୂଆଦିଲ୍ଲୀ: ଭାରତୀୟ ରେସଲରଙ୍କ ପ୍ରଦର୍ଶନ ଏବେ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି । ଭାରତୀୟ କୁସ୍ତି ସଂଘ ଅଧ୍ୟକ୍ଷ ବ୍ରିଜଭୂଷଣ ଶରଣ ସିଂଙ୍କ ବିରୋଧରେ ସେମାନଙ୍କ ଧାରଣ ରାଜନୈତିକ ରୂପ ମଧ୍ୟ ନେଇସାରିଛି । ନୂତନ ସଂସଦ ଭବନ ଯିବାବେଳେ ପୋଲିସ ରେସଲରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଲେ ରାୟୁଡୁ

ଅହମ୍ମଦାବାଦ: ଚେନ୍ନାଇ ସୁପର କିଙ୍ଗସର ସିନିୟର ବ୍ୟାଟ୍ସମ୍ୟାନ ଅମ୍ବାତି ରାୟୁଡୁ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଛନ୍ତି । ସେ ଗୁଜରାଟ ଟାଇଟନ୍ସ ବିପକ୍ଷ ଫାଇନାଲ ପୂର୍ବରୁ ଏ ସମ୍ପର୍କରେ ସୂଚନା ଦେଇ ସାରିଥିଲେ । ଫାଇନାଲରେ ରାୟୁଡୁ ୮ ବଲରେ ଗୁରୁତ୍ୱପୂର୍ଣ୍ଣ ୧୯ ରନ କରିଥିଲେ । ଯାହା…

ନବ ଦାସ ହତ୍ୟାକାଣ୍ଡ ଚାର୍ଜସିଟକୁ ନେଇ ତେଜିଲା ରାଜନୀତି; ମୁହାଁମୁହିଁ ହେଲେ ବିଜେପି-ବିଜେଡି

ଭୁବନେଶ୍ୱର: ନବଦାସ ହତ୍ୟା ଘଟଣାର ଚାର୍ଜସିଟ ରିପୋର୍ଟକୁ ନେଇ ମୁହାଁମୁହିଁ ହେଲେ ବିଜେଡି-ବିଜେପି । ସିବିଆଇ ରିପୋର୍ଟକୁ ନେଇ ବିଜେପି ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି । ଏପରିକି ଏହି ଘଟଣାରେ ଅଭିଯୁକ୍ତ ଗୋପାଳ ଦାସଙ୍କୁ ଖସାଇବା ଉଦ୍ୟମ କରାଯାଉଥିବା ବିଜେପି ଅଭିଯୋଗ ଆଣିଛି । ଏପରିକି…

୨୬/୧୧ ଆକ୍ରମଣରେ ସମ୍ପୃକ୍ତ ଆତଙ୍କବାଦୀ ଅବ୍ଦୁଲ ସଲାମର ଜେଲରେ ମୃତ୍ୟୁ

ଲାହୋର: ୨୦୦୮ରେ ମୁମ୍ବାଇରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ଯୋଜନାରେ ସାମିଲ୍ ଥିବା ଅବ୍ଦୁଲ ସଲାମ ଭୁଟ୍ଟାବିର ପାକିସ୍ତାନ ଜେଲରେ ମୃତ୍ୟୁ ହୋଇଛି । ପଞ୍ଜାବ ପ୍ରଦେଶର ଶେଖପୁରା ଜେଲରେ ଟେରର୍ ଫଣ୍ଡିଂ ମାମଲାରେ ବନ୍ଦୀ ଥିଲା ଅବ୍ଦୁଲ ସଲାମ । ୨୦୨୦ରେ ଲସ୍କର ଏ ତୋଏବାର ସରଗନା ହାଫିଜ୍ ସଇଦ…

ଇଣ୍ଟରକଣ୍ଟିନେଣ୍ଟାଲ କପ୍ ୨୦୨୩: ପ୍ରଥମ ଟିକେଟ କିଣିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତା ଜୁନ ମାସ ୯ ତାରିଖରୁ ୧୮ ତାରିଖ ପର୍ଯ୍ୟନ୍ତ ଓଡିଶାରେ ଆୟୋଜିତ ହେବାକୁ ଯାଉଛି ଇଣ୍ଟରକଣ୍ଟିନେଣ୍ଟାଲ କପ୍ ୨୦୨୩ । ମ୍ୟାଚର ପ୍ରଥମ ଟିକେଟ କିଣିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ ମଙ୍ଗଳବାର ଏହି ଟିକେଟ କିଣିଛନ୍ତି । ଭାରତୀୟ ଫୁଟବଲ ଦଳର ଅଧିନାୟକ ସୁନୀଲ…