ଇଣ୍ଟରକଣ୍ଟିନେଣ୍ଟାଲ କପ୍ ୨୦୨୩: ପ୍ରଥମ ଟିକେଟ କିଣିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଆସନ୍ତା ଜୁନ ମାସ ୯ ତାରିଖରୁ ୧୮ ତାରିଖ ପର୍ଯ୍ୟନ୍ତ ଓଡିଶାରେ ଆୟୋଜିତ ହେବାକୁ ଯାଉଛି ଇଣ୍ଟରକଣ୍ଟିନେଣ୍ଟାଲ କପ୍ ୨୦୨୩ । ମ୍ୟାଚର ପ୍ରଥମ ଟିକେଟ କିଣିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ ମଙ୍ଗଳବାର ଏହି ଟିକେଟ କିଣିଛନ୍ତି ।
ଭାରତୀୟ ଫୁଟବଲ ଦଳର ଅଧିନାୟକ ସୁନୀଲ…