୧୨ ଲକ୍ଷ ଲାଞ୍ଚ ନେଇ ଗିରଫ ହେଲେ କରଞ୍ଜିଆ ତହସିଲଦାର
ଭୁବନେଶ୍ୱର:ଲାଞ୍ଚ ନେବା ଅଭିଯୋଗରେ ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ତହସିଲଦାର ଚାର୍ଲସ ନାୟକଙ୍କୁ ଗିରଫ କରିଛି ଭିଜିଲାନ୍ସ । ତହସିଲଦାର ନାୟକ ଜଣେ ବ୍ୟକ୍ତିଙ୍କଠାରୁ ୨ଟି ଚେକରେ ୧୨ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ଧରା ପଡିଛନ୍ତି ।
ମିଳିଥିବା ସୂଚନା ଅନୁଯାୟୀ, କରଞ୍ଜିଆ ତହସିଲ ଅଧୀନ…