ପ୍ରତ୍ୟେକ ବୁଥ୍ରେ କଂଗ୍ରେସ ସେବା ଦଳ କର୍ମୀଙ୍କୁ ନିଯୁକ୍ତି ଦିଆଯିବ: ଶରତ ପଟ୍ଟନାୟକ
ଭୁବନେଶ୍ୱର: ଓଡ଼ିଶା ପ୍ରଦେଶ କଂଗ୍ରେସ ସେବା ଦଳ ପକ୍ଷରୁ ଆଜି ପୂର୍ବାହ୍ନରେ କଂଗ୍ରେସ ଭବନଠାରେ କଂଗ୍ରେସ ସେବାଦଳର ଜିଲ୍ଲା କର୍ମକର୍ତ୍ତା ସମ୍ମିଳନୀକୁ ଆନୁଷ୍ଠାନିକ ଭାବେ ଉଦଘାଟିତ ହୋଇଛି । ସମ୍ମିଳନୀକୁ ଉଦଘାଟନ କରି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସଭାପତି ଶରତ ପଟ୍ଟନାୟକ କହିଛନ୍ତି,…