‘ମଧ୍ୟପ୍ରଦେଶ ରାଜନୀତି’, ବିଜେପି ଭୋଗିବ କଂଗ୍ରେସ ଦଶା !
ଭୁବନେଶ୍ୱର: ଭାଙ୍ଗିଯିବ କି ମଧ୍ୟପ୍ରଦେଶର ବିଜେପି ସରକାର ? ତିନି ବର୍ଷ ତଳେ ମଧ୍ୟପ୍ରଦେଶରେ କଂଗ୍ରେସର କମଲନାଥ ସରକାରର ଯେଉଁ ଅବସ୍ଥା ହୋଇଥିଲା ଏବେ ବିଜେପିର ଶିବରାଜ ସିଂ ଚୌହାନଙ୍କ ସେହି ଅବସ୍ଥା ହେବ କି ?
ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ବାତାବରଣ ସରଗରମ ହୋଇଥିବା ବେଳେ…