କାଳବୈଶାଖୀ; ଟ୍ରେନ ଉପରେ ପଡିଲା ଗଛ
ରାୟଗଡା:ହଠାତ ମାଡି ଆସିଲା କାଳବୈଶାଖୀ । ଆଗକୁ ଗଡିପାରିଲାନି ଟ୍ରେନ । ଟ୍ରାକ ଉପରେ ଅଟକି ରହିଲା । ଆଉ ଏହି ସମୟରେ ପ୍ରବଳ ପବନରେ ଗଛ ଉପୁଡି ପଡିଲା ଟ୍ରେନ ଉପରେ । ଏମିତି ଦୃଶ୍ୟ ଦେଖିବାକୁ ମିିଳିଥିଲା ଆଜି ଅରାହ୍ନରେ ।
ଅନ୍ୟପକ୍ଷେ ରାୟଗଡା ଜିଲ୍ଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ…