ଟ୍ରକରେ ବସି ରାତିରେ ବୁଲିଲେ, ଡ୍ରାଇଭରଙ୍କ ‘ମନ କୀ ବାତ୍’ ଶୁଣିଲେ ରାହୁଲ ଗାନ୍ଧି
ନୂଆଦିଲ୍ଲୀ: ରାହୁଲଙ୍କ ନୂଆ ଅବତାର । ଏବେ ଟ୍ରକ ଯାତ୍ରୀ ଭାବେ ଦେଖିବାକୁ ମିଳିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧି । ଦିଲ୍ଲୀରୁ ଟ୍ରକରେ ବସି ରାହୁଲ ଗାନ୍ଧୀ ଚଣ୍ଡିଗଡ ଉଦ୍ଦେଶ୍ୟରେ ବାହାରିଥିଲେ । ଅମ୍ବାଲରେ ଓହ୍ଲାଇଥିଲେ । ସେଠାରେ ଟ୍ରକ ଡ୍ରାଇଭରଙ୍କ ସହ ଆଲୋଚନା କରିଥିଲେ ।ତାଙ୍କ…