Latest Odisha News

BREAKING NEWS

ବ୍ରିଜଭୂଷଣ କହିଲେ ଲାଇ ଡିଟେକ୍ଟର ଟେଷ୍ଟ ପାଇଁ ପ୍ରସ୍ତୁତ

ନୂଆଦିଲ୍ଲୀ: ବିଜେପି ଏମପି ତଥା ଭାରତୀୟ ରେସଲିଂ ଫେଡେରେଶନର ପୂର୍ବତନ ଅଧ୍ୟକ୍ଷ ବ୍ରିଜଭୂଷଣ ଶରଣ ସିଂ ରବିବାର ନାର୍କୋ ଟେଷ୍ଟ ବା ଲାଇ ଡିଟେକ୍ଟର ଟେଷ୍ଟ ପାଇଁ ପ୍ରସ୍ତୁତ ବୋଲି କହିଛନ୍ତି । ତେବେ ସେ ସର୍ତ ରଖିଛନ୍ତି ଯେ, ଭିନେଶ ଫୋଗଟ ଓ ବଜରଙ୍ଗ ପୁନିଆଙ୍କ ମଧ୍ୟ ଏହି ଟେଷ୍ଟ ହେଲେ ସବୁ ସତ…

ଟିକେଟ ଥିବା ସତ୍ୱେ ରେସଲର ସାକ୍ଷୀ, ଭିନେଶଙ୍କୁ ଆଇପିଏଲ ମନା

ନୂଆଦିଲ୍ଲୀ: ଅଲିମ୍ପିକ ପଦକ ବିଜେତା ସାକ୍ଷୀ ମଲିକ ଓ ବିନେଶ ଫୋଗଟଙ୍କ ସମେତ ୫ଜଣ ରେସଲରଙ୍କୁ ଟିକେଟ ଥିବା ସତ୍ୱେ ଆଇପିଏଲ ଦେଖିବା ପାଇଁ ଛଡା ଯାଇ ନାହିଁ । ଯାହାକୁ ନେଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇଥିଲା । ଅରୁଣ ଜେଟଲୀ ଷ୍ଟାଡିୟମରେ ଦିଲ୍ଲୀ କ୍ୟାପିଟାଲ୍ସ ଓ ଚେନ୍ନାଇ ସୁପର କିଙ୍ଗସ…

ପିଏମ୍ ମୋଦିଙ୍କ ପାଦ ଛୁଇଁଲେ ପାପୁଆ ନ୍ୟୁ ଗିନି ପ୍ରଧାନମନ୍ତ୍ରୀ ଜେମ୍ସ ମାରାପୋ

ନୂଆଦିଲ୍ଲୀ: ଜାପାନରେ ଜି-୭ ଶିଖର ସମ୍ମିଳନୀରେ ସାମିଲ୍ ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାପୁଆ ନ୍ୟୁ ଗିନି ପହଞ୍ଚିଛନ୍ତି । ପାପୁଆ ନ୍ୟୁ ଗିନି ବିମାନବନ୍ଦରରେ ମୋଦି ପହଞ୍ଚିବା ପରେ ସେଠାରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିଲା । ପ୍ରଥମଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ଭାବେ…

ବିଶ୍ୱ ଆମେଚର ଗଲ୍ଫ ର‌୍ୟାଙ୍କିଙ୍ଗରେ ସ୍ଥାନ ପାଇଲେ ଓଡିଶାର କଶିକା

ଭୁବନେଶ୍ୱର: ଗଲ୍ଫ ପ୍ରେମୀଙ୍କ ପାଇଁ ଖୁସି ଖବର । ଓଡିଶାର କଶିକା ମିଶ୍ର ୱାର୍ଲ୍ଡ ଆମେଚର ଗଲ୍ଫ ର‌୍ୟାଙ୍କିଙ୍ଗରେ ସ୍ଥାନ ପାଇଛନ୍ତି । ମେ ୧୭ରୁ ୧୯ ପର୍ଯ୍ୟନ୍ତ ଦିଲ୍ଲୀରେ ଆମେୱ ନ୍ୟୁଟ୍ରିଲାଇଟ ଗଲ୍ଫ ଟୁରରେ ସେ ପ୍ରଭାବୀ ପ୍ରଦର୍ଶନ କରିବା ଯୋଗୁ ଏହି ସଫଳତା ହାତେଇଛନ୍ତି । ୧୬ ବର୍ଷୀୟା…

ନବୀନ ନିବାସରୁ ଗଲା ଫୋନ୍, ମନ୍ତ୍ରୀ ହେବେ ଆରୁଖଙ୍କ ସହ ସୁଦାମ ଓ ସାରଦା

ଭୁବନେଶ୍ୱର: ନବୀନଙ୍କ ମନ୍ତ୍ରିମଣ୍ଡଳରେ କେଉଁ ୩ ଜଣ ସାମିଲ୍ ହେବେ ? ସବୁ କଳ୍ପନାଜଳ୍ପନାର ଅନ୍ତ ଘଟିଛି । ନବୀନ ନିବାସରୁ ୩ ଜଣଙ୍କୁ ମନ୍ତ୍ରୀ ଭାବେ ଶପଥ ଗ୍ରହଣ ପାଇଁ ଫୋନ୍ ଯାଇଛି । ବାଚସ୍ପତି ପଦରୁ ଇସ୍ତଫା ଦେଇଥିବା ବିକ୍ରମ କେଶରୀ ଆରୁଖଙ୍କୁ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ପାଇଁ…

ଗ୍ରୀନଙ୍କ ବିସ୍ଫୋରକ ଶତକ, ହାଇଦ୍ରାବାଦକୁ ହରାଇଲା ମୁମ୍ବାଇ

ମୁମ୍ବାଇ: ଚଳିତ ଆଇପିଏଲରେ ରବିବାର ଅନୁଷ୍ଠିତ ମ୍ୟାଚରେ କାମେରୁନ ଗ୍ରୀନଙ୍କ ବିସ୍ଫୋରକ ଶତକ ବଳରେ ମୁମ୍ବାଇ ଇଣ୍ଡିଆନ୍ସ ୮ ୱିକେଟରେ ବିଜୟ ହାସଲ କରିଛି । ପ୍ରଥମେ ବ୍ୟାଟିଂ କରି ହାଇଦ୍ରାବାଦ ୨୦ ଓଭରରେ ୫ ୱିକେଟ ହରାଇ ୨୦୦ ରନ କରିଥିଲା । ଭିବ୍ରାଂଟ ଶର୍ମା ୬୯, ମୟଙ୍କ ଅଗ୍ରୱାଲ ୮୩ ଓ…

ବୈତରଣୀ ବ୍ରିଜରେ ବନ୍ଦେ ଭାରତ ରାସ୍ତା ରୋକିଲା କାଳବୈଶାଖୀ

ଯାଜପୁର: କାଳବୈଶାଖୀ ବର୍ଷା ପାଇଁ ବନ୍ଦେ ଭାରତ ଏକ୍ସପ୍ରେସ୍ ଅଧା ବାଟରେ ଅଟକି ରହିଛି । ଯାଜପୁର ଜିଲ୍ଲା ବୈତରଣୀ ରୋଡ୍ ଓ ମଞ୍ଜୁରୀ ରୋଡ୍ ମଧ୍ୟରେ ଅପରାହ୍ଣ ୪ଟା ୩୫ରୁ ଅଟକି ରହିଛି ବନ୍ଦେ ଭାରତ ଏକ୍ସପ୍ରେସ୍ । ପୁରୀରୁ-ହାୱଡ଼ା ଅଭିମୁଖେ ଯାଉଥିବା ବେଳେ କାଳବୈଶାଖୀ ଯୋଗୁ ଗଛ ଭାଙ୍ଗି ତାର…

‘ନିଜର ସୁରକ୍ଷା ପାଇଁ ଆଇନର ଲାଭ ନେଇ ପାରୁ ନାହାନ୍ତି ମହିଳା’: କୋଲକାତା ହୋଇକୋର୍ଟର ବିଚାରପତି

କୋଲକାତା: ମହିଳା ଉଠାଇ ପାରୁ ନାହାନ୍ତି ଆଇନର ଲାଭ । ଦେଶରେ ମହିଳାଙ୍କ ପାଇଁ ଅନେକ ଆଇନ୍ ରହିଥିବା ବେଳେ ସେମାନେ ତାର ସଦୁପଯୋଗ କରି ପାରୁ ନାହାନ୍ତି । କୋଲକାତା ହାଇକୋର୍ଟର ବିଚାରପତି ଜଷ୍ଟିସ୍ ଅଭିଜିତ୍ ଗଙ୍ଗୋପାଧ୍ୟାୟଙ୍କ ଅନୁସାରେ, ମହିଳାଙ୍କ ଅଧିକାର ରକ୍ଷା ଲାଗି ଥିବା ଆଇନ୍ ଲାଗୁ ପରେ…

ଜି ୨୦ ଶିଖର ସମ୍ମିଳନୀ: ଗୁଲମାର୍ଗ ଯିବେନି ବିଦେଶୀ ଅତିଥି

ନୂଆଦିଲ୍ଲୀ: ଜମ୍ମୁ ଏମଂ କଶ୍ମୀରର ଗ୍ରୀଷ୍ମକାଳୀନ ରାଜଧାନୀ ଶ୍ରୀନଗରରେ ଜି୨୦ ଶିଖର ସମ୍ମିଳନୀର ଆୟୋଜନ ଅନ୍ତିମ ପର୍ଯ୍ୟାୟରେ ପଂହଚିଛି । ତେବେ ରବିବାର ଏହି କାର୍ଯ୍ୟକ୍ରମରେ ସାମନ୍ୟ ପରିବର୍ତନ ହୋଇଥିବା ରିପୋର୍ଟ ପ୍ରକାଶ ପାଇଛି । ବିଦେଶରୁ ଆସିଥିବା ଅତିଥିମାନେ ଗୁଲମାର୍ଗ ଯିବେ ନାହିଁ…

ଏଏସ୍‌ଓ ମେଧା ତାଲିକା ରଦ୍ଦ ପ୍ରସଙ୍ଗ, ଓପିଏସ୍‌ସିକୁ ନେଇ ବିଜେଡିକୁ ଟାର୍ଗେଟ୍ କଲା ବିଜେପି

ଭୁବନେଶ୍ୱର: ରାଜ୍ୟର ଶିକ୍ଷିତ ବେକାର ଯୁବକ ଯୁବତୀମାନଙ୍କ ଭବିଷ୍ୟତ ପାଇଁ ଆଦୌ ଚିନ୍ତିତ ନୁହଁନ୍ତି ବିଜେଡି ସରକାର । ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ନିଯୁକ୍ତିକୁ ନେଇ ବହୁ ଦୁର୍ନୀତି ଓ ଅନିୟମିତତା ପଦାକୁ ଆସିଛି । ଅତୀତରେ ଆରଆଇ ଓ ଅମିନ ପରୀକ୍ଷାରେ ଦୁର୍ନୀତି ହୋଇଥିଲା । ରାଜ୍ୟରେ…