Latest Odisha News

BREAKING NEWS

ଗେହଲଟଙ୍କ ପ୍ରତିଆକ୍ରମଣ, ଫସିଯିବେ ପାଇଲଟ !

ଭୁବନେଶ୍ୱର: ଗେହଲଟଙ୍କ ବିରୋଧରେ ଲଗାତର ଲଢେଇ ଜାରି ରଖିଥିବା ସଚିନ ପାଇଲଟ ଏବେ ବିରୋଧର ସମ୍ମୁଖୀନ ହୋଇଛନ୍ତି। ରାଜସ୍ଥାନ ଶିରୋହୀର ବିଧାୟକ ଏବଂ ମୁଖ୍ୟମନ୍ତ୍ରୀ ଗେହଲଟଙ୍କ ଘନିଷ୍ଠ କୁହାଯାଉଥିବା ସନ୍ୟମ ଲୋଧା ପାଇଲଟଙ୍କୁ ଟାର୍ଗେଟ କରିଛନ୍ତି। ବିଜେପିର ଦୁର୍ନୀତି ବିରୋଧରେ ରାଜସ୍ଥାନ…

ଚକ୍ରବ୍ୟୁହରେ ସିଦ୍ଦରମେୟା, ଫସିବେ ନା ଖସିବେ ?

ଭୁବନେଶ୍ୱର: ବହୁ ପ୍ରତିଯୋଗିତା ମଧ୍ୟରେ ରେସରେ ଜିତି ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି କର୍ଣ୍ଣାଟକର ବରିଷ୍ଠ କଂଗ୍ରେସ ନେତା ସିଦ୍ଦରମେୟା। କିନ୍ତୁ ମୁଖ୍ୟମନ୍ତ୍ରୀ ହେବା ପରେ ତାଙ୍କୁ ବହୁ ଚ୍ୟାଲେଞ୍ଜର ସମ୍ମୁଖୀନ ହେବାକୁ ପଡ଼ିବ। ଦାୟିତ୍ୱ ଗ୍ରହଣ ସହ ମନ୍ତ୍ରୀମଣ୍ଡଳ ଗଠନ ଓ ସମନ୍ୱୟ ରକ୍ଷା…

ଭାଇରାଲ ହେଲା ବିରାଟ-ଅନୁଷ୍କାଙ୍କ ଭିଡିଓ କଲ

ହାଇଦ୍ରାବାଦ: ଚଳିତ ଆଇପିଏଲରେ ବିରାଟ କୋହଲିଙ୍କ ଶତକ ବଳରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ସହଜରେ ସନରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରି ପ୍ଲେଅଫରେ ପ୍ରବେଶ କରିଛି । ଅନୁଷ୍କା ଅଧିକାଂଶ ସମୟ କୋହଲିଙ୍କ ମ୍ୟାଚ ଷ୍ଟାଡିୟମରେ ଉପଭୋଗ କରିବାକୁ ଭଲ ପାଇଥାନ୍ତି । ତେବେ ଏହି ମ୍ୟାଚ ସମୟରେ ସେ…

କର୍ଣ୍ଣାଟକ ପାଇଁ ନା ବିଜେପିକୁ ଦେଶରୁ ହଟାଇବାକୁ ‘ଶପଥ’?

ଭୁବନେଶ୍ୱର: କର୍ଣ୍ଣାଟକରେ କଂଗ୍ରେସ ସରକାର ଗଠନ ସହ ରାତି ପାହିଲେ ମୁଖ୍ୟମନ୍ତ୍ରୀ ଭାବେ ସିଦ୍ଦରମେୟା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ତାଙ୍କ ସହ ପିସିସି ସଭାପତି ଡି କେ ଶିବକୁମାର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। କିନ୍ତୁ ଏହି ଶପଥ ଗ୍ରହଣ ଉତ୍ସବ କେବଳ କର୍ଣ୍ଣାଟକରେ କଂଗ୍ରେସ…

୨ ହଜାର ମୂଲ୍ୟର ନୋଟ୍ ଫେରାଇ ନେବ ଆରବିଆଇ, ୩୦ ସେପ୍ଟେମ୍ବର ପୂର୍ବରୁ କରାଇ ନିଅନ୍ତୁ ଜମା

ମୁମ୍ବାଇ: ବଜାରରୁ ହଟିବ ୨ ହଜାର ମୂଲ୍ୟର ନୋଟ୍ । ୨୦୧୮-୧୯ରୁ ଆରବିଆଇ ୨ ହଜାର ଟଙ୍କିଆ ନୋଟ୍ ଛାପିବା ବନ୍ଦ କରି ଦେଇଥିବା ବେଳେ ଏବେ ବଜାରରୁ ଫେରାଇ ନେବାକୁ ଘୋଷଣା କରିଛି । ଆରବିଆଇର ଘୋଷଣା ଅନୁସାରେ, ୨ ହଜାର ମୂଲ୍ୟର ବୈଧ ରହିବ କିନ୍ତୁ ତାକୁ ସର୍କୁଲେସନରୁ ବାହାର କରି ଦିଆଯିବ ।…

ବିଜେପିର ୨୦୨୪ କସରତ, କାଲି ବସିବ ରାଜ୍ୟ କାର୍ଯକାରିଣୀ ବୈଠକ

ଭୁବନେଶ୍ୱର: କେନ୍ଦ୍ରର ମୋଦି ସରକାରକୁ ୯ ବର୍ଷ ପୂରିବାକୁ ଯାଉଛି । ଯାହାକୁ ନେଇ ଘରେ ଘରେ ପହଞ୍ଚିବାକୁ ଯୋଜନା କରିଛି ବିଜେପି । ଏହି ସମୟରେ ରାଜ୍ୟ ବିଜେପି ଶନିବାର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଡାକିଛି । ଯେଉଁଥିରେ କାର୍ଯ୍ୟକ୍ରମ ଖସଡ଼ା ପ୍ରସ୍ତୁତ ହେବ । ବିଜେପିର ଯୋଜନା ଅନୁସାରେ,…

ଏମ୍ସ ଭୁବନେଶ୍ୱରର ନୂଆ ଅଧ୍ୟକ୍ଷ ଡକ୍ଟର ଏ. କେ ବିଷୋୟୀ

ଭୁବନେଶ୍ୱର: ଜଣାଶୁଣା କାର୍ଡିଆକ୍ ସର୍ଜନ ଡକ୍ଟର ଅକ୍ଷର କୁମାର ବିଷୋୟୀଙ୍କୁ ଭୁବନେଶ୍ୱର ଏମ୍ସର ନୂଆ ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଡକ୍ଟର ସୁବ୍ରତ ଆଚାର୍ଯ୍ୟଙ୍କ ସ୍ଥାନରେ ଡକ୍ଟର…

କୋଲ୍ଡ ଡ୍ରିଙ୍କ୍ସ ବୋତଲରେ ଭାସୁଛି ପୋକ, କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଦାବି

ଯାଜପୁର : କୋଲଡ଼ ଡ୍ରିଂକ୍ସ ପିଉଛନ୍ତି କି ତେବେ ହୋଇଯାଆନ୍ତୁ ସାବଧାନ ! କୋଲଡ଼ ଡ୍ରିଂକ୍ସ ବୋତଲରୁ ବାହାରୁଛି ପୋକ । ଏଭଳି ଅଭିଯୋଗ ଆଣିଛନ୍ତି ଜଣେ ଗ୍ରାହକ । ଖରାଦିନେ କୋଲ୍ଡ ଡ୍ରିଙ୍କସ ପିଇବାକୁ ସମସ୍ତେ ପସନ୍ଦ କରିଥାଆନ୍ତି । ବିଶେଷ କରି ନାମୀ ଦାମୀ କମ୍ପାନୀର କୋଲ୍ଡ ଡ୍ରିଙ୍କସ୍‌…

ଆଦାନୀ-ହିଣ୍ଡେନବର୍ଗ ମାମଲା, ସେବିକୁ କ୍ଲିନ୍ ଚିଟ୍ ଦେଲେନି ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଆଦାନୀ ଗ୍ରୁପ ବିରୋଧରେ ହିଣ୍ଡେନବର୍ଗ ରିସର୍ଚ୍ଚ ରିପୋର୍ଟ ମାମଲାରେ ସୁପ୍ରିମକୋର୍ଟ ଦ୍ୱାରା ଗଠିତ କମିଟି ଦେଇଥିବା ବେଳେ କୌଣସି ନିଷ୍କର୍ସ ମିଳିନାହିଁ । ରିପୋର୍ଟରେ କୁହାଯାଇଛି, ଆଦାନୀ ଗ୍ରୁପ୍ କମ୍ପାନୀର ସେୟାରରେ ଏପେଟ ସେପଟ ଉପରେ ନଜର ରଖିବାରେ ସେବି ବିଫଳ ହୋଇଛି । କମିଟି…

ଖେଳୁଥିବା ବେଳେ ଅଘଟଣ, ପୋଖରିରେ ବୁଡ଼ି ଯାଇ ଭାଇଭଉଣୀ ମୃତ

ଜୟପୁର: ବାପା ଜମିରେ କାମ କରୁଥିବା ବେଳେ ନିକଟସ୍ଥ ପୋଖରିରେ ବୁଡ଼ି ଭାଇଭଉଣୀ ପ୍ରାଣ ହରାଇଛନ୍ତି । ଏଭଳି ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲ୍ଲା ଲମତାପୁଟ ବ୍ଲକ ପିପଳପୁଟ ଗାଁରେ । ଗାଁ ନିକଟସ୍ଥ ପୋଖରିରେ ଜୀନୁ ବଡ଼ନାୟକଙ୍କ ୫ ବର୍ଷର ପୁଅ ଯୋଗେଶ ଏବଂ ୧୦ ବର୍ଷର ଝିଅ ସନ୍ତୋଷୀ ବୁଡ଼ି…