Bhakta Das on Kotia Issue: “କେନ୍ଦ୍ରରେ ସରକାର ବଞ୍ଚାଇବାକୁ ଓଡ଼ିଶାର ସ୍ୱାର୍ଥ ସହ ସାଲିସ୍ କରୁଛି ବିଜେପି”,…
ଭୁବନେଶ୍ୱର: କୋଟିଆ ପ୍ରସଙ୍ଗକୁ ନେଇ ରାଜ୍ୟରେ ରାଜନୈତିକ ତାତି ବଢ଼ିଛି। ଓଡ଼ିଶାର ସ୍ୱାର୍ଥ ରକ୍ଷା କରିବା ପରିବର୍ତ୍ତେ କେନ୍ଦ୍ରରେ ନିଜ ସରକାରକୁ ବଞ୍ଚାଇବା ପାଇଁ ବିଜେପି ଓଡ଼ିଶାର ସ୍ୱାର୍ଥ ସହ ସାଲିସ୍ କରୁଛି ବୋଲି ସଙ୍ଗୀନ ଅଭିଯୋଗ ଆଣିଛନ୍ତି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (OPCC)…