National forensic science university: ରାଜ୍ୟରେ ଜାତୀୟ ଫୋରେନସିକ୍ ବିଜ୍ଞାନ ବିଶ୍ୱବିଦ୍ୟାଳୟ ସ୍ଥାପନ ନେଇ ବୈଠକ
ଭୁବନେଶ୍ୱର:ଓଡ଼ିଶାର ଜଟଣୀଠାରେ ଜାତୀୟ ଫୋରେନ୍ସିକ୍ ବିଜ୍ଞାନ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ଏହି ବୈଠକରେ ଅଧ୍ୟକ୍ଷତା କରି ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠାର ଅଗ୍ରଗତି ନେଇ ସମୀକ୍ଷା କରି…