Latest Odisha News

BREAKING NEWS

ବିଶ୍ୱ ବକ୍ସିଂ ଚାମ୍ପିୟନଶିପରେ ଇତିହାସ ରଚିଲେ ଭାରତୀୟ ବକ୍ସର

ନୂଆଦିଲ୍ଲୀ: ତାସକାନ୍ଦରେ ଚାଲିଥିବା ବିଶ୍ୱ ବକ୍ସିଂ ଚାମ୍ପିୟନଶିପରେ ଭାରତୀୟ ବକ୍ସରମାନେ ଏକାଥରକେ ୩ଟି ପଦକ ନିଶ୍ଚିତ କରି ଇତିହାସ ରଚିଛନ୍ତି । ଟୁର୍ଣ୍ଣାମେଂଟ ଇତିହାସରେ ପ୍ରଥମ ଥର ପାଇଁ ଭାରତ ଏ ଭଳି ସଫଳତା ହାସଲ କରିଛି । ନିଶାନ୍ତ ଦେବ, ମହମ୍ମଦ ହସମୁଦ୍ଦିନ ଓ ଦୀପକ ଭୋରିୟା ସେମାନଙ୍କ…

୪୦ କୋଟି ଟଙ୍କା ବ୍ୟୟରେ ହେବ ପାରଳାଖେମୁଣ୍ଡି ବାଇପାସ୍

ଭୁବନେଶ୍ୱର: ଜନସାଧାରଣଙ୍କ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁ ସମୟରେ ଉଦ୍ୟମ ରତ । ଓଡ଼ିଶାର ରୂପାନ୍ତର ପାଇଁ ଅନେକ ପଦକ୍ଷେପ ନେଇ ରାଜ୍ୟର ବିକାଶ ମାନଚିତ୍ରରେ ଆଣିଛନ୍ତି କାୟାକଳ୍ପ । ଗତକାଲି ବିଜୁ ଏକ୍ସପ୍ରେସ ୱେ-୨ର ନିର୍ମାଣ ପାଇଁ ପାହାଡ଼ି କାଟି ଟନେଲ ଜରିଆରେ ରାସ୍ତା…

ଅକ୍ଟୋବର ୧୫ରେ ହୋଇପାରେ ଭାରତ-ପାକ ବିଶ୍ୱକପ ମ୍ୟାଚ

ନୂଆଦିଲ୍ଲୀ:ବିସିସିଆଇ ଦିନିକିଆ ବିଶ୍ୱକପ କ୍ରିକେଟର କାର୍ଯ୍ୟସୂଚୀ ଖୁବ ଶୀଘ୍ର ଘୋଷଣା କରିବାକୁ ଯାଉଛି । ଆଇପିଏଲର ସମାପ୍ତି ପରେ ବିଶ୍ୱକପ ପ୍ରସ୍ତୁତି ଆରମ୍ଭ ହୋଇଯିବ । ରିପୋର୍ଟ ମୁତାବକ ଅକ୍ଟୋବର ୫ରୁ ୧୯ ପର୍ଯ୍ୟନ୍ତ ଏହି ମେଗା ଇଭେଂଟ ଆୟୋଜିତ ହେବ । ଚାମ୍ପିୟନ ଇଂଲଣ୍ଡ ଓ ନ୍ୟୁଜିଲାଣ୍ଡ…

ତାତିରୁ ତ୍ରାହି ନାହିଁ, ଆଗାମୀ ୫ ଦିନ ଯାଏ ୪୦ ଡିଗ୍ରୀରେ ଜଳିବ ଓଡ଼ିଶା

ଭୁବନେଶ୍ୱର: ରାଜ୍ୟରେ ଏବେ ତାତିରୁ ନିସ୍ତାର ମିଳିବ ନାହିଁ । ଆଗାମୀ ୫ ଦିନ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଲାଗି ରହିବ । ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇଥିବା ବେଳେ ବାତ୍ୟାର ରୂପ ନେବ । ହେଲେ…

ବ୍ରିଜ ଭୂଷଣଙ୍କୁ ନାର୍କୋ ଟେଷ୍ଟ ସାମ୍ନା କରିବା ପାଇଁ ଚ୍ୟାଲେଞ୍ଜ କଲେ ରେସଲର ସାକ୍ଷୀ

ନୂଆଦିଲ୍ଲୀ: ଭାରତୀୟ କୁସ୍ତି ସଂଘ ଅଧ୍ୟକ୍ଷ ବ୍ରିଜଭୂଷଣ ଶରଣ ସିଂଙ୍କ ବିପକ୍ଷରେ ଦୁଷ୍କର୍ମ ମାମଲା ଆଣିବା ସହ କଠୋର କାର୍ଯ୍ୟାନୁଷ୍ଠାନ ନେଇ ରେସଲରମାନେ ଯନ୍ତରମନ୍ତରରେ ଧାରଣା ଦେଇଛନ୍ତି । ୨୦୧୬ ରିଓ ଅଲିମ୍ପିକ୍ସ ବ୍ରୋଞ୍ଜ ପଦକ ବିଜେତା ସାକ୍ଷୀ ମଲିକ ବୁଧବାର ବ୍ରିଜଭୂଷଣଙ୍କୁ ଚ୍ୟାଲେଂଜ…

ମୋତେ ସ୍ଲୋ ପଏଜନ ଦେଇ ପାରନ୍ତି, ଟଏଲେଟ ବି ଛାଡୁ ନାହାନ୍ତି; ସୁପ୍ରିମକୋର୍ଟରେ ଆବେଦନ କଲେ ଇମ୍ରାନ ଖାନ

ଇସଲାମବାଦ: ପାକିସ୍ତାନ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଗିରଫ ହେବା ପରେ ଦେଶ ଅଶାନ୍ତ ହୋଇପଡିଛି । ସାରା ଦେଶରୁ ଇଣ୍ଟରନେଟ ବନ୍ଦ କରି ଦିଆଯାଇଛି । ଇସଲାମବାଦ କୋର୍ଟ ଇମ୍ରାନଙ୍କ ଗିରଫଦାରିକୁ ଠିକ ବୋଲି ଦର୍ଶାଇବା ପରେ  ଇମ୍ରାନ ଦଳ ପିଟିଆଇ ପକ୍ଷରୁ ଅସନ୍ତୋଷ ପ୍ରକାଶ କରାଯାଇଛି…

ମହିଳାଙ୍କ ହୃଦୟଥରା ଜୀବନ ସଂଘର୍ଷ: ୩ ବର୍ଷ ବୟସରୁ ବାପା-ଭାଇ କଲେ ବଳାତ୍କାର; ୫୦ ବର୍ଷ ପରେ ମିଳିଲା ସଜା

ଲଣ୍ଡନ: ଛୋଟ ଝିଅଟିଏ ନିଜର ସୁରକ୍ଷା ସମ୍ପର୍କରେ ଯେତେବେଳେ ଅଜ୍ଞ ଥିଲା ସେତେବେଳେ ତା ଜୀବନ ଅସୁରକ୍ଷିତ ହୋଇପଡିଥିଲା । ସେ ଭରସା କରିଥିଲା ତାର ବାପା ଆଉ ଭାଇ ଉପରେ । ହେଲେ ସେହିମାନେ ହିଁ ତା ପାଇଁ ପାଲଟି ଯାଇଥିଲେ ରାକ୍ଷସ । ସାଢେ ତିନି ବର୍ଷ ବୟସରୁ ତାଙ୍କୁ ଦେଉଥିଲେ ନିର୍ଯାତନା ।…

ଦିନନାଥ ପାଠୀଙ୍କ ୮୧ତମ ଜୟନ୍ତୀ ପାଳିତ

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ବିଭୂତି କାନୁନଗୋ ଚାରୁ ଓ କାରୁକଳା ମହାବିଦ୍ୟାଳୟ ଆନୁକୂଲ୍ୟରେ ବିଶିଷ୍ଟ ଚିତ୍ରଶିଳ୍ପୀ କେନ୍ଦ୍ର ଲଳିତ କଳା ଏକାଡେମୀର ପୂର୍ବତନ ସଭାପତି ତଥା ବିଭୂତି କାନୁନ୍‌ଗୋ ଚାରୁ ଓ କାରୁକଳା ମହାବିଦ୍ୟାଳୟର ପ୍ରାକ୍ତନ ଅଧ୍ୟକ୍ଷ ଦିନନାଥ…

ବିବାହ ବେଦୀରୁ ଭୋଟ ଦେବାକୁ ଆସିଲେ ନବବଧୂ

ବାଙ୍ଗାଲୋର: ଆଜି କର୍ଣ୍ଣାଟକରେ ଚାଲିଛି ବିଧାନସଭା ଆସନ ପାଇଁ ମତଦାନ । ଭୋଟ ଦେବାପାଇଁ ଲୋକଙ୍କ ମଧ୍ୟରେ ବେଶ ଉତ୍ସାହ ଥିବା ଦେଖିବାକୁ ମିଳିଛି ।ମତଦାନ କେନ୍ଦ୍ର ସମ୍ମୁଖରେ ଭୋଟରଙ୍କ ଲମ୍ବା ଭିଡ ଲାଗି ରହିଛି । ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ବଡ ବଡ ନେତାମାନେ ଭୋଟ କେନ୍ଦ୍ରରେ ଭିଡ…

ଆସୁଥିବା ବାତ୍ୟାର କୌଣସି ପ୍ରଭାବ ଓଡ଼ିଶା ଉପରେ ପଡ଼ିବନି: ଆଇଏମଡି

ଭୁବନେଶ୍ୱର: ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଗଭୀର ଅବପାତରେ ପରିଣତ ଲଘୁଚାପ ଆଜି ରାତିରେ ବାତ୍ୟାରେ ପରିଣତ ହେବ । ଏହା ପରେ ବାତ୍ୟା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରି ଆହୁରି ଶକ୍ତିଶାଳୀ ହେବ । ତେବେ ଓଡ଼ିଶା ଉପରେ ଆସୁଥିବା ବାତ୍ୟାର କୌଣସି ପ୍ରଭାବ ପଡ଼ିବ ନାହିଁ । ଏନେଇ ସୂଚନା…