ରାଜ୍ୟ ସରକାରଙ୍କୁ ସବ୍ସିଡି ଯୋଗାଣ ପ୍ରସଙ୍ଗରେ କେନ୍ଦ୍ର ସରକାର ରଖିଲେ ସ୍ପଷ୍ଟୀକରଣ
ଭୁବନେଶ୍ୱର: ଖାଦ୍ୟ ସୁରକ୍ଷା ଆଇନ ଅଧୀନରେ ଓଡ଼ିଶା ସରକାରଙ୍କୁ ସବ୍ସିଡି ଯୋଗାଣ ବିଳମ୍ବିତ ହେବାକୁ ନେଇ କେନ୍ଦ୍ର ସରକାରଙ୍କ ଖାଦ୍ୟ ଓ ସାଧାରଣ ବଣ୍ଟନ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ ଦିଆଯାଇଛି।
ବିଭାଗ ପକ୍ଷରୁ କୁହାଯାଇଛି ଯେ, ଦେଶର ପ୍ରାୟ ୮୦ କୋଟି ହିତାଧିକାରୀଙ୍କ ଖାଦ୍ୟ ସୁରକ୍ଷା…