କଳିଙ୍ଗାୟନ ତୌର୍ଯ୍ଯତ୍ରିକମ୍ ପକ୍ଷରୁ ‘ଆନନ୍ଦ ଉତ୍ସବ- ୨୦୨୩’ ଆୟୋଜିତ
ଭୁବନେଶ୍ୱର : ଓଡ଼ିଶୀ ନୃତ୍ଯାନୁଷ୍ଠାନ କଳିଙ୍ଗାୟନ ତୌର୍ଯ୍ଯତ୍ରିକମ୍ ପକ୍ଷରୁ ପଞ୍ଚଦଶତମ ଆନନ୍ଦ ଉତ୍ସବ ସ୍ଥାନୀୟ ଗୁରୁ କେଳୁଚରଣ ମହାପାତ୍ର ଅଡିଟୋରିଅମରେ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ଖଣ୍ଡପଡାର ପ୍ରାକ୍ତନ ବିଧାୟକ ଯୁବରାଜ ସିଦ୍ଧାର୍ଥ ଶେଖର ସିଂହ ମୁଖ୍ୟ ଅତିଥି, ବିଶିଷ୍ଟ ଓଡିଶୀ…