Latest Odisha News

BREAKING NEWS

ମୋଦି ସରନେମ ବିବାଦ: ଆଜି ରାହୁଲଙ୍କ ଆବେଦନ ଉପରେ ଶୁଣାଣି କରିବେ ହାଇକୋର୍ଟ

ନୂଆଦିଲ୍ଲୀ: କଂଗ୍ରେସ ନେତା ରାହୁଲ ଗାନ୍ଧି ମୋଦି ସରନେମକୁ ନେଇ ଫସିଥିବାବେଳେ ସୁରଟ ସେସନ କୋର୍ଟ ରାୟକୁ ଗୁଜରାଟ ହାଇକୋର୍ଟରେ ଚାଲେଞ୍ଜ କରିଥିଲେ । ଏ ମାମଲାର ଆଜି ହାଇକୋର୍ଟ ଶୁଣାଣି କରିବେ । ମୋଦି ସରନେମ ଟିପ୍ପଣୀକୁ ନେଇ ସୁରଟର ଏକ କୋର୍ଟ ରାହୁଲଙ୍କୁ ଦୋଷୀ ସାବ୍ୟସ୍ତ କରିବା…

ମେ ୨ ଯାଏ କାଳବୈଶାଖୀ, ତା’ପରେ ଅସମ୍ଭାଳ ତାତି

ଭୁବନେଶ୍ୱର: ମେ ଦୁଇ ତାରିଖ ଯାଏ ରାଜ୍ୟରେ କାଳବୈଶାଖୀ ବର୍ଷା ଲାଗି ରହିବ। ତେବେ ଆଜି ସମଗ୍ର ଉପକୂଳ ଓ ସଂଲଗ୍ନ ଅଞ୍ଚଳରେ ୩୦ରୁ ୪୦ କିମି ବେଗରେ ପବନ ବହିବା ସହ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେବେ ୩୦ ତାରିଖ ଦିନ କାଳବୈଶାଖୀର ପ୍ରଭାବ…

ଥମୁନି ହାତୀ ଉପଦ୍ରବ; ହାତୀ ଆକ୍ରମଣରେ ଗଲା ବୃଦ୍ଧାଙ୍କର ଜୀବନ

ଅନୁଗୁଳ : ମାତିଛନ୍ତି ହାତୀ । ଦିନକୁ ଦିନ ବଢ଼ିବାରେ ଲାଗିଛି ହାତୀ ଉପଦ୍ରବ । ପୁଣି ହାତୀ ଆକ୍ରମଣରେ ଗଲା ବୃଦ୍ଧାଙ୍କର ଜୀବନ । ଏହି ଘଟଣା ଅନୁଗୁଳ ଜିଲ୍ଲା ବନ୍ତଳା ରେଞ୍ଜ ମରଣ୍ଡା ଗାଁରେ ଘଟିଛି । ସୂଚନା ଅନୁଯାୟୀ, ମୃତକ ହେଲେ ଝଟକ ବେହେରା । ମହିଳା ଜଣକ ସକାଳୁ ବଗିଚାକୁ ଯାଇଥିବା…

ଟ୍ରକ୍‌ ପଛରୁ ପିଟିଲା ଟ୍ରକ୍‌, ୬ ଗୁରୁତର

ଭଦ୍ରକ : ସକାଳୁ ସକାଳୁ ଦୁର୍ଘଟଣା । ତ୍ରିଶଳପୁର ଛକ ନିକଟରେ କୁକୁଡ଼ା ଚିଆଁ ନେବାକୁ ଆସିଥିବା ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଟ୍ରକରେ ଥିବା ୬ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଆଜି ଭୋରରୁ ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧିନ ତ୍ରୀଶଳପୁର ଛକ ନିକଟରେ…

ଓଡ଼ିଶାର ବରପୁତ୍ରମାନଙ୍କ ରଚନା ଓ ଅନିନ୍ଦିତା ଦାସଙ୍କ ସଙ୍ଗୀତ ମାଧ୍ୟମରେ ଉତ୍କଳ ଗୌରବଙ୍କ ସ୍ମୃତି ଚାରଣ

ଭୁବନେଶ୍ବର  : ସ୍ୱାଧୀନତାର ଅମୃତ ମହୋତ୍ସବ ଅବସରରେ, ଅଗ୍ରଣୀ ଅନୁଷ୍ଠାନ ଏଚ୍ . ଡି.ଆଇ, ଫିନିକ୍ସ ସେବା, ମାଟିଭାଷା ଓ ହେଲମେଟର ମିଳିତ ଆନୁକୁଲ୍ୟରେ, ସ୍ଥାନୀୟ ବୁଦ୍ଧ ମନ୍ଦିର ପରିସରରେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ବିଶିଷ୍ଟ କବି କେଦାର ମିଶ୍ରଙ୍କ ପରିଚାଳନାରେ…

କବିତା : ବ୍ୟଥାର ଯମୁନା ତୀରେ

ସାଧନା ପଣ୍ଡା  ଜୀବନଟା ଘନୀଭୂତ ପ୍ରହେଳିକା ପରି ସନ୍ନିକଟେ ଦିଏ ଦେଖା ନପାରେ ଯେ’ ଧରି । ମୂର୍ତ୍ତିମନ୍ତ ଆଶୀର୍ବାଦ ଧରି କେବେ ଆସେ ବିକର୍ଷ ପରାଏ ଶତ ବାଧାବିଘ୍ନ ନାଶେ । କେବେ ସେତ ସାପମଗ୍ନା ଯକ୍ଷ କନ୍ୟା ସାଜି ଆଶାର ଅଳକାପୁର ଯାଏ ନିର୍ବିଘ୍ନରେ ତେଜି। ଅବାଧ୍ୟ…

୧୧୦ ବର୍ଷ ପରେ ହରିୟାଣାରେ ଦେଖା ଦେଲା ମହାବଳ ବାଘ

ଯମୁନାନଗର : ପଶୁପ୍ରେମୀଙ୍କ ପାଇଁ ଖୁସି ଖବର । ହରିୟାଣାର କଲେସର ଜାତୀୟ ପାର୍କରେ ମହାବଳ ବାଘ ଦେଖିବାକୁ ମିଳିଛି । ୧୯୧୩ ପରେ ପ୍ରାୟତଃ ବିଲୁପ୍ତ ହେଉ ଯାଉଥିବା ଏହି ବାଘକୁ ଦେଖିବା ପରେ ପଶୁପ୍ରେମୀ ଉତ୍ସାହିତ ହୋଇ ପଡିଛନ୍ତି । ଜଙ୍ଗଲରେ ଲଗା ଯାଇଥିବା ଫ୍ଲାଶ ଆଣ୍ଡ କ୍ଲିକ କ୍ୟାମେରାରେ ଏହା…

ଏ କେଉଁ ରାଜ୍ୟ ଦେଇ ଯାଉଛି ବନ୍ଦେ ଭାରତ ଏକ୍ସପ୍ରେସ ? ଟ୍ୱିଟରରେ ପଚାରିଲେ କେନ୍ଦ୍ର ମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାରେ ପରୀକ୍ଷାମୂଳକ ଭାବେ ଗଡିଲା ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ । ହାୱଡା-ପୁରୀ ବନ୍ଦେ ଭାରତ ଏକ୍ସପ୍ରେସ ଆଜି ସକାଳ ୬.୧୦ରେ ହାୱଡାରୁ ବାହାରିଥିଲା । ପୁରୀରେ ପହଞ୍ଚିବାକୁ ପ୍ରାୟ ୬ ଘଣ୍ଟା ଲାଗିଥିଲା। ମଧ୍ୟାହ୍ନ ପ୍ରାୟ ୧୨.୩୫ ବେଳକୁ ଏହା ପୁରୀରେ ପହଞ୍ଚିଥିଲା । ଟ୍ରେନ…

ଆଇପିଏଲ ଇତିହାସର ଦ୍ୱିତୀୟ ସର୍ବାଧିକ ସ୍କୋର କଲା ଲକ୍ଷ୍ନୌ

ମୋହାଲୀ: ଚଳିତ ଆଇପିଏଲରେ ଶୁକ୍ରବାର ଲକ୍ଷ୍ନୌ ସୁପର ଜ୍ୟାଂଟସ ୨୫୮ ରନର ବିଶାଳ ଲକ୍ଷ୍ୟ ପଞ୍ଜାବ କିଙ୍ଗସ ସମ୍ମୁଖରେ ରଖିଛି । ପ୍ରଥମେ ବ୍ୟାଟିଂ କରି ଲକ୍ଷ୍ନୌ ଦଳଗତ ପ୍ରଦର୍ଶନ କରି ୨୦ ଓଭରରେ ୫ ୱିକେଟ ବିନିମୟରେ ୨୫୭ ରନ କରିଥିଲା । ଆଇପିଏଲ ଇତିହାସରେ ଏହା ଦ୍ୱିତୀୟ ସର୍ବାଧିକ ସ୍କୋର ।…

ମଧୁବାବୁଙ୍କୁ ମିଳୁ ମରଣୋତ୍ତର ଭାରତ ରତ୍ନ, ଜୋର୍ ଧରିଲା ଦାବି

ସାଲେପୁର: କଟକ ଜିଲ୍ଲା ସାଲେପୁର ବ୍ଲକର ସତ୍ୟଭାମାପୁର । ଏଇଠି ଜନ୍ମ ହୋଇଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ । ଓଡ଼ିଆ ଜାତିର ଅସ୍ମିତାକୁ ଅକ୍ଷୂର୍ଣ୍ଣ ରଖିବାକୁ ବ୍ରିଟିଶ ସରକାର ସହ ଲଢ଼ି ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନ କରିଥିଲେ । ମଧୁବାବୁ ଚାହୁଁଥିଲେ ଝିଅମାନେ କେବେ ଅବହେଳିକ ହେବେ ନାହିଁ…