ଆଜି ହେବ ପ୍ରକାଶ ସିଂ ବାଦଲଙ୍କ ଶେଷକୃତ୍ୟ; ଘୋଷଣା ହେଲା ୨ ଦିନିଆ ରାଷ୍ଟ୍ରୀୟ ଶୋକ
ଅମୃତସର: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଶିରୋମଣି ଅକାଳି ଦଳ ନେତା ପ୍ରକାଶ ସିଂ ବାଦଲଙ୍କ ପରଲୋକରେ ୨ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କରାଯାଇଛି। ଏହି ସମୟରେ ବିଭିନ୍ନ ପ୍ରତିଷ୍ଠାନରେ ଉଡ଼ୁଥିବା ଜାତୀୟ ପତାକାକୁ ଅର୍ଦ୍ଧନମିତ ରଖାଯିବ । କୌଣସି ପ୍ରକାରର ସାଂସ୍କୃତିକ କାର୍ଯ୍ୟକ୍ରମ…