ସୋଆର ଉପକୁଳପତି ପ୍ରଫେସର ଶିତିକଣ୍ଠ ମିଶ୍ରଙ୍କୁ ଆଇଆଇଟିଟିଏମ୍ ପକ୍ଷରୁ ସମ୍ବର୍ଦ୍ଧନା
ଭୁବନେଶ୍ୱର: ନିକଟରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଉପକୁଳପତି ଭାବେ ଦାୟିତ୍ୱ ଗ୍ରହଣ କରିଥିବା ପ୍ରଫେସର ଶିତିକଣ୍ଠ ମିଶ୍ରଙ୍କୁ ଇଣ୍ଡିଆନ୍ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟୁରିଜିମ୍ ଆଣ୍ଡ ଟ୍ରାଭେଲ ମ୍ୟାନେଜମେଂଟ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି ।
କେନ୍ଦ୍ର ସରକାରଙ୍କ ପର୍ଯ୍ୟଟନ ମନ୍ତ୍ରଣାଳୟ…