ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି, ଦୁଇ ଦିନ ବନ୍ଦ ରହିବ ସମସ୍ତ ଅଙ୍ଗନବାଡି କେନ୍ଦ୍ର
କଟକ: ରାଜ୍ୟରେ ପ୍ରଚଣ୍ଡ ତାତି। ସପ୍ତାହେ ନିଆଁ ମାଡ଼। ଅସହ୍ୟ କଲାଣି ଗରମ। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି କଟକରେ ଆଜି ଓ ଆସନ୍ତାକାଲି ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ କରିବାକୁ ନିର୍ଦ୍ଦେଶନାମା ଜାରି ହୋଇଛି। ୨ ଦିନ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ପାଇଁ ଜିଲ୍ଲାପାଳ ଦେଇଛନ୍ତି ନିର୍ଦ୍ଦେଶ।…