ଆଇପିଏଲ: ୬୦୦୦ ରନ କ୍ଲବରେ ରୋହିତ
ମୁମ୍ବାଇ: ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ରୋହିତ ଶର୍ମା ଚଳିତ ଆଇପିଏଲରେ ଆଉ ଏକ କୀର୍ତିମାନ ସ୍ଥାପନ କରିଛନ୍ତି । ସେ ୪ର୍ଥ ଖେଳାଳି ଭାବେ ୬୦୦୦ ରନ କ୍ଲବରେ ସାମିଲ ହୋଇଛନ୍ତି । ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ୧୪ ରନ କରିଥିବା ବେଳେ ସେ ଏହି ଲ୍ୟାଣ୍ଡମାର୍କ ଅତିକ୍ରମ କରିଥିଲେ । ଏହି…