ଆଗାମୀ ୨ ଦିନ ପାଇଁ ଆଭ୍ୟନ୍ତରୀଣ ୮ ଜିଲ୍ଲାକୁ ହିଟ୍ ୱେଭ ୱାର୍ଣ୍ଣିଂ! ୨୧ରୁ ମିଳିବ ତାତିରୁ ଆଶ୍ୱସ୍ତି
ଭୁବନେଶ୍ୱର : ଆଗାମୀ ଦୁଇ ଦିନ ପାଇଁ ରାଜ୍ୟର ୮ଟି ଆଭ୍ୟନ୍ତରୀଣ ଜିଲ୍ଲାକୁ ହିଟ୍ ୱେଭ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ୮ଟି ଜିଲ୍ଲା ହେଲା ସୁନ୍ଦରଗଡ, ମୟୁରଭଞ୍ଜ, କେଉଁଝର, ଝାରସୁଗୁଡା, ସମ୍ବଲପୁର, ସୋନପୁର, ବଲାଙ୍ଗୀର ଓ ବୌଦ୍ଧ । ବାୟୁମଣ୍ଡଳ ଉପରି ଭାଗରେ ଏକ ଗୁରୁଚାପ ବଳୟ…