ସମାଜବାଦୀ ପାର୍ଟି ନେତା ଆଜମ ଖାନ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
ଲକ୍ଷ୍ନୌ: ବିଗିଡ଼ିଲା ସମାଜବାଦୀ ପାର୍ଟି ନେତା ଆଜମ ଖାନ୍ଙ୍କ ସ୍ୱାସ୍ଥ୍ୟାବସ୍ଥା। ହଠାତ୍ ତାଙ୍କ ସ୍ୱାସ୍ଥ୍ୟ ଖରାପ ହୋଇଯିବାରୁ ସୋମବାର ସକାଳେ ତାଙ୍କୁ ଦିଲ୍ଲୀର ଗଙ୍ଗାରାମ ହସ୍ପିଟାଲ୍ରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଇଫତାରେ ଶେଷ ସଂନ୍ଧ୍ୟା ପର ଠାରୁ ଆଜମ ଖାନ୍ଙ୍କ …