ED Raid: ବରିଷ୍ଠ ବିଜେଡି ନେତା ହୃଷିକେଶ ପାଢ଼ୀଙ୍କ ଘରେ ଇଡି ଚଢ଼ାଉ
ବ୍ରହ୍ମପୁର: ବରିଷ୍ଠ ବିଜେଡି ନେତା ତଥା ଗଞ୍ଜାମ ଜିଲ୍ଲା ଉପସଭାପତି ହୃଷିକେଶ ପାଢ଼ୀଙ୍କ ଘରେ ଇଡି ଚଢ଼ାଉ। ବ୍ରହ୍ମପୁର ଅମ୍ବିକା ନଗର ବାସଭବନ ଓ ଶେରଗଡ଼ ଘରେ ଇଡି ଟିମ୍ ସକାଳୁ ଚଢ଼ାଉ ଜାରି ରଖିଛି।
ଞ୍ଜାମ ଜିଲ୍ଲାରେ ବାଲି ମାଫିଆଙ୍କ ଘରେ ଇଡି ରେଡ୍ । ଶେରଗଡ଼ ଅଞ୍ଚଳରେ ବାଲି ମାଫିଆ ତଥା!--StartFragment>…