କିଟରେ ୱାଇ-୨୦ ମିଡିଆ ଅଧିବେଶନ
ଭୁବନେଶ୍ୱର: ପରିବର୍ତ୍ତନ ଓ ଏକ ସମୃଦ୍ଧ ବିଶ୍ୱ ଗଠନ ନିମନ୍ତେ ଯୁବଶକ୍ତିର କ୍ଷମତା ରହିଛି ବୋଲି ଆଜି କିଟ୍ ବିଶ୍ୱବିଦ୍ୟାଳୟ ପକ୍ଷରୁ ଆୟୋଜିତ ଏକ
ଆଲୋଚନାଚକ୍ରରେ ମତ ପ୍ରକାଶ ପାଇଛି । କିଟ୍ ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ ୟୁଥ-୨୦ କନ୍ସେଲ୍ଟେସନ୍ର ଉଦଯାପନୀ ଦିବସରେ ଯୁବଶକ୍ତି :…