Helicopter crash: ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ…୨୪ ଘଣ୍ଟା ଧରି ଥିଲା ନିଖୋଜ;୮ ଜଣଙ୍କର ମୃତ୍ୟୁ
ନୂଆଦିଲ୍ଲୀ: ଇଣ୍ଡୋନେସିଆରେ ଏକ ହେଲିକପ୍ଟର ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି। ୨୪ ଘଣ୍ଟା ପୂର୍ବରୁ ହେଲିକପ୍ଟରଟି ରାଡାର ସହିତ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଥିଲା। ଦୁର୍ଘଟଣାରେ ଆଠ ଜଣଙ୍କର ମୃତ୍ୟୁ ହୋଇଛି। ହେଲିକପ୍ଟରଟି ଜଙ୍ଗଲରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ସରକାର ଉଦ୍ଧାର କାର୍ଯ୍ୟ…