ଏକ୍ସପ୍ରେସ ଟ୍ରେନକୁ ବିସ୍ଫୋରକ କିଏ ଆଣିଥିଲା ! ସିସିଟିଭି ଖୋଲିବ ରହସ୍ୟ
ଭୁବନେଶ୍ୱର:ଏକ୍ସପ୍ରେସ ଟ୍ରେନରେ ବିସ୍ଫୋରକ ସାମଗ୍ରୀ । କିଏ ଆଣିଥିଲା, କେଉଁଠୁ ଉଠିଥିଲା ଓ କାହିଁକି ଆସିଥିଲା ଜଣାପଡିନି । ଯିଏ ବି ଆଣୁ ହେଲେ ଏହି ବିସ୍ଫୋରକକୁ ଟ୍ରେନରେ ଛାଡି ପଳାଇ ଯାଇଛି । ସକାଳୁ ସକାଳୁ ସୁରକ୍ଷା କର୍ମୀମାନେ ଏହାକୁ ଦେଖିବା ପରେ ସାରା ଭୁବନେଶ୍ୱର ଷ୍ଟେସନରେ ହଇଚଇ…