ବଢ଼ିଲା ହରିଶ୍ଚନ୍ଦ୍ର ଯୋଜନାର ସହାୟତା ରାଶି
ଭୁବନେଶ୍ୱର: ଗରିବ ଲୋକମାନେ ଯେପରି ତାଙ୍କ ପ୍ରିୟଜନଙ୍କ ଅନ୍ତେଷ୍ଟିକ୍ରିୟା ସଂପାଦନରେ କୌଣସି ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି, ତାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆରମ୍ଭ କରିଛନ୍ତି ହରିଶ୍ଚନ୍ଦ୍ର ସହାୟତା ଯୋଜନା । ଏହି ଯୋଜନାରେ ଅନ୍ତେଷ୍ଟି ପାଇଁ ଗ୍ରାମାଞ୍ଚଳରେ ଦୁଇ ହଜାର ଟଙ୍କା ଓ…