୪୩.୫ ଡିଗ୍ରୀ ସହ ବାରିପଦା ସବୁଠୁ ଉତ୍ତପ୍ତ ସହର, ଆଉ ୨ ଦିନ ବଢ଼ିବ ତାତି
ଭୁବନେଶ୍ୱର: ଅସହ୍ୟ ଖରାରେ ସିଝୁଛି ଓଡ଼ିଶା । ଆଜି ରାଜ୍ୟର ୨୫ଟି ସ୍ଥାନରେ ପାରଦ ୪୦ ଡିଗ୍ରୀ ଉପରେ ରହିଛି । ୪୩.୫ ଡିଗ୍ରୀ ସହ ରାଜ୍ୟର ଉତ୍ତପ୍ତ ସହର ପାଲଟିଛି ବାରିପଦା । ବାରିପଦାକୁ ବାଦ ଦେଲେ ୮ଟି ସ୍ଥାନରେ ପାରଦ ଆଜି ୪୨ ଡିଗ୍ରୀ ଉପରେ ରହିଛି । ଦିନ ୧୦ଟା ପରେ ପଦାକୁ ବାହାରିବା ସମ୍ଭବ…