Heatwave Warning: ଅସହ୍ୟ ଗରମ: ୪୦ ଡିଗ୍ରୀ ଉପରେ ୧୪ ସହର, ୧୧ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ
ଭୁବନେଶ୍ୱର: ତାତିରେ ଜଳୁଛି ସାରା ରାଜ୍ୟ। ବିଶେଷ କରି ପଶ୍ଚିମ ଉପକୂଳରେ ଭୀଷଣ ଗୁଳୁଗୁଳି ହେଉଛି। ଆକାଶରୁ ନିଆଁ ବର୍ଷୁଛି। କଲବଲ ହେଉଛନ୍ତି ସାଧାରଣ ଲୋକେ। ପାରଦ ୪୩ ଡେଇଁ ୪୪ ଡିଗ୍ରୀ ମୁହାଁ ହେଲାଣି । ୪୦ ଡିଗ୍ରୀ ଉପରେ ୧୪ ସହର । ଆଜି ୧୧ ଜିଲ୍ଲାକୁ ଜାରି ହୋଇଛି ରେଡ୍ ୱାର୍ଣ୍ଣିଂ।…