‘କର୍ଣ୍ଣାଟକ ନିର୍ବାଚନ’ ଖେଳୁଛି କଂଗ୍ରେସ, ଭାବୁଛି ବିଜେପି !
ଭୁବନେଶ୍ୱର: କର୍ଣ୍ଣାଟକ ନିର୍ବାଚନ ପାଇଁ ଦିନ ଯେତିକି ପାଖେଇ ଆସୁଛି କଂଗ୍ରେସ ବିଜେପି ଲଢେଇ ସେତିକି ତୀବ୍ର ହେଉଛି। ତିନି ଦିନ ପରେ କର୍ଣ୍ଣାଟକ ବିଧାନସଭା ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବା ସହ ନାମାଙ୍କନ ପତ୍ର ଦାଖଲ ହେବ। ଗୋଟିଏ ପଟେ କଂଗ୍ରେସ ୨୨୪ ଆସନ ମଧ୍ୟରୁ ୧୬୬ ସିଟ ପାଇଁ…