Latest Odisha News

BREAKING NEWS

ପଞ୍ଜାବକୁ ହରାଇ ଚଳିତ ଆଇପିଏଲରେ ହାଇଦ୍ରାବାଦ ବିଜୟ ଅଭିଯାନ ଆରମ୍ଭ କଲା

ହାଇଦ୍ରାବାଦ: ଶେଷରେ ଚଳିତ ଆଇପିଏଲରେ ସନରାଇଜର୍ସ ହାଇଦ୍ରାବାଦ ମ୍ୟାଚ ଜିତି ବିଜୟ ଅଭିଯାନ ଆରମ୍ଭ କରିଛି। ଲଗାତର ଦୁଇଟି ମ୍ୟାଚ୍ ହାରିବା ପରେ ରବିବାର ପ୍ରଥମ ବିଜୟ ହାସଲ କରିଛି। ଶିଖର ଧାୱନଙ୍କ ଏକ ସ୍ମରଣୀୟ ଇନିଂସ ପଞ୍ଜାବ କିଙ୍ଗସକୁ ଜିତାଇବାରେ ବିଫଳ ହୋଇଛି। ​​କି ହାଇଦ୍ରାବାଦର ମୟଙ୍କ…

ଦିଲ୍ଲୀରେ ବଢୁଛି କରୋନା: ୬୯୯ ନୂଆ ସଂକ୍ରମିତ ଚିହ୍ନଟ, ୪ ଜଣଙ୍କର ମୃତ୍ୟୁ

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ପୁଣି ଥରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ରବିବାର ଦିନ ଦିଲ୍ଲୀରେ ୬୯୯ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଦିଲ୍ଲୀ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ବାରା ଜାରି ହୋଇଥିବା ତଥ୍ୟ ଅନୁଯାୟୀ ରାଜଧାନୀରେ କରୋନା…

୪ ନକଲି ମାଓବାଦୀ ଗିରଫ, ବଟି ଆଦାୟ କରିବା ସହ ଦେଉଥିଲେ ଧମକ ଚମକ

କୋରାପୁଟ: କୋରାପୁଟରେ ନିଜକୁ ମାଓବାଦୀ ବୋଲି ପରିଚୟ ଦେଇ ଲୋକଙ୍କ ଠାରୁ ଟଙ୍କା ଆଦାୟ କରୁଥିବା ଅଭିଯୋଗରେ ପୁଲିସ ୪ ଜଣଙ୍କୁ ଗିରଫ କରିଛି। ଗିରଫ ନକଲି ମାଓବାଦୀଙ୍କ ମଧ୍ୟରୁ ଜଣେ ମହିଳା ରହିଛନ୍ତି। ଏମାନେ ମାଓବାଦୀ ନାଁରେ ବିଭିନ୍ନ ସ୍ଥାନରୁ ଦାଦାବଟି ଆଦାୟ କରିବା ସହ ଧମକ ଚମକ ଦେଉଥିବାର…

ପ୍ରଧାନମନ୍ତ୍ରୀ ୟୁବା ମେଣ୍ଟର୍‌ସିପ୍ ପ୍ରାପ୍ତ ଡିଲେଶ୍ଵର ରଣାଙ୍କ ଉପନ୍ୟାସ ‘ମେଳିଭୂଇଁ’ ଉନ୍ମୋଚିତ

ପ୍ରଧାନମନ୍ତ୍ରୀ ୟୁବା ମେଣ୍ଟର୍‌ସିପ୍ ପ୍ରାପ୍ତ ଡିଲେଶ୍ଵର ରଣାଙ୍କ ଉପନ୍ୟାସ 'ମେଳିଭୂଇଁ' ଉନ୍ମୋଚିତ ଭବାନୀପାଟଣା : ଜୀବନଶୈଳୀ ଓ ସାହିତ୍ୟକୁ ନେଇ କାର୍ଯ୍ୟରତ ଅନୁଷ୍ଠାନ ଲାଇଫରେଚର୍ ଆନୁକୂଲ୍ୟରେ, ପ୍ରଧାନମନ୍ତ୍ରୀ ୟୁବା ମେଣ୍ଟର୍‌ସିପ୍ ପ୍ରାପ୍ତ ଯୁବ କଥାକାର ଡିଲେଶ୍ଵର ରଣାଙ୍କ ଉପନ୍ୟାସ…

ବାଣ ବିସ୍ଫୋରଣରେ ବାପା ମୃତ, ଝିଅ ଗୁରୁତର ଭାବେ ଏସସିବି ସ୍ଥାନାନ୍ତର

ଯାଜପୁର: ରବିବାର ସନ୍ଧ୍ୟାରେ ବାଣ ବିସ୍ଫୋରଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା ବେଳେ ତାଙ୍କ ଝିଅ ଗୁରୁତର ଆହତ ହୋଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଅଳକୁଣ୍ଡା ଥାନା ଅନ୍ତର୍ଗତ ବାସୁଦେବପୁର ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି। ଗାଁର କାଳନ୍ଦୀ ମଲ୍ଲିକ ନାମକ ଏହି ବ୍ୟକ୍ତି ବାଣ…

ଆଇଏନଏସ ବିକ୍ରାନ୍ତକୁ ମିଳିଲା ପାରମ୍ପାରିକ ଘଂଟି

ନୂଆଦିଲ୍ଲୀ: ଭାରତର ପ୍ରଥମ ଯୁଦ୍ଧ ଜାହାଜ ଆଇଏନଏସ ବିକ୍ରାନ୍ତରେ ଲାଗିଥିବା ପାରମ୍ପାରିକ ଘଂଟି ପୁନର୍ବାର ନୌସେନାକୁ ହସ୍ତାନ୍ତର କରାଯାଇଛି । ୧୯୬୧ରୁ ଏହି ଘଂଟି ୩୬ ବର୍ଷ ଧରି ନୌସେନାର ଅଂଶବିଶେଷ ଥିଲା । ଏବେ ଏହାକୁ ମେଡ ଇନ ଇଣ୍ଡିଆ ଏୟାରକ୍ରାଫ୍ଟ କ୍ୟାରିୟରକୁ ଫେରାଇ ଦିଆଯାଇଛି । ୧୯୬୧ରେ…

ଭାଇରାଲ ହେଉଛି ଶିଶୁଙ୍କୁ ଚୁମ୍ବନ ଦେବାକୁ କହୁଥିବା ତିବ୍ଦତୀୟ ଧର୍ମଗୁରୁ ଦଲାଇ ଲାମାଙ୍କ ଭିଡିଓ

ନୂଆଦିଲ୍ଲୀ: ତିବ୍ଦତୀୟ ଧର୍ମଗୁରୁ ଦଲାଇ ଲାମାଙ୍କ ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଏ ନେଇ ତୀବ୍ର ପ୍ରତିକ୍ରିୟା ମଧ୍ୟ ସୃଷ୍ଟି ହୋଇଛି । ଭିଡିଓରେ ସେ ଜଣେ ଶିଶୁଙ୍କୁ ସ୍ନେହରେ ଚୁମ୍ବନ ଦେବା ପରେ ଜିଭ ଦେଖାଇ ପୁନର୍ବାର ଶିଶୁଙ୍କ ଆଡକୁ ମୁହଁ ନେଉଛନ୍ତି । ଜଣେ…

ଏକାକୀ ଲଢିଲେ ଗବର

ହାଇଦ୍ରାବଦ: ଚଳିତ ଆଇପିଏଲରେ ରବିବାର ଅନୁଷ୍ଠିତ ଦ୍ୱିତୀୟ ମୁକାବିଲାରେ ପଞ୍ଜାବ କିଙ୍ଗସ ୧୪୪ ରନର ବିଜୟ ଲକ୍ଷ୍ୟ ସନରାଇଜର୍ସ ହାଇଦ୍ରାବାଦ ସମ୍ମୁଖରେ ରଖିଛି । ପ୍ରଥମେ ବ୍ୟାଟିଂ କରି ପଞ୍ଜାବ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା । ଅଧିନାୟକ ଶିଖର ଧାୱନ ଓପନିଂରୁ ଶେଷ ପର୍ଯ୍ୟନ୍ତ…

ବଜ୍ରପାତ ଜନିତ ଅଘଟଣ ଏଡ଼ାଇବାକୁ ଏସଆରସିଙ୍କ ଗୁରୁତ୍ୱ

ଭୁବନେଶ୍ୱର: ସ୍ୱତନ୍ତ୍ର ରିଲିଫ୍‌ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ରାଜ୍ୟରେ ବଜ୍ରପାତଜନିତ ମୃତ୍ୟୁ ହ୍ରାସ ଦିଗରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ ଓ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ…

ତାଇୱାନ ସୀମାରେ ଚୀନର ଯୁଦ୍ଧାଭ୍ୟାସ, ଡ୍ରାଗନ କରିବ କି ଆକ୍ରମଣ ?

ନୂଆଦିଲ୍ଲୀ: ତାଇୱାନ ରାଷ୍ଟ୍ରପତିଙ୍କ ଆମେରିକା ଗସ୍ତକୁ ନେଇ ବିବ୍ରତ ହୋଇ ପଡ଼ିଥିବା ଚୀନ ଯୁଦ୍ଧ ଅଭ୍ୟାସ ଆରମ୍ଭ କରିଛି । ଦ୍ୱିତୀୟ ଦିନର ଯୁଦ୍ଧାଭ୍ୟାସରେ ଚୀନ ୭୧ଟି ଫାଇଟର ଜେଟ୍ ସାହାଯ୍ୟରେ ତାଇୱାନକୁ ଘେରିବାକୁ ଚେଷ୍ଟା କରିଛି । ଏହି ଅପରେସନର ନା ରଖାଯାଇଛି ଜଏଣ୍ଟ ସ୍ୱାର୍ଡ । ଯାହା…