Latest Odisha News

BREAKING NEWS

ସରକାରଙ୍କ ନୀତିକୁ ସମାଲୋଚନା କରିବା ଦେଶ ବିରୋଧୀ ନୁହେଁ: ପ୍ରଧାନ ବିଚାରପତି

ନୂଆଦିଲ୍ଲୀ: ସରକାରଙ୍କ ନୀତିକୁ ସମାଲୋଚନା କରିବାର ଅର୍ଥ ସରକାର ବିରୋଧୀ ବା ଦେଶ ବିରୋଧୀ ନୁହଁ। ଏକ ମାଲାୟମ ନ୍ୟୁଜ ଚ୍ୟାନେଲ ଉପରେ ଲଗାଯାଇଥିବା ପ୍ରତିବନ୍ଧକ ଉପରେ ଶୁଣାଣି କରିବା ବେଳେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଏହା ସ୍ପଷ୍ଚ କରିଛନ୍ତି। ସେହିପରି 'ବନ୍ଦ ଲଫାଫା'କୁ ନେଇ…

କୃଷି କ୍ଷେତ୍ରରେ ପଦ୍ମଶ୍ରୀ ପୁରସ୍କାର ପାଇଲେ ବୈଦ୍ୟ ପଟାୟତ କୁମାର ସାହୁ

ଭୁବନେଶ୍ୱର: ଯେତେବେଳେ କୃଷି କ୍ଷେତ୍ରରୁ ଲୋକେ ମୁହଁବୁଲାଇ ଦେଉଛନ୍ତି ଖାସ୍ କରି ଓଡ଼ିଶାରେ ସେହି ସମୟରେ କଳାହାଣ୍ଡି ଜିଲ୍ଲାର ପଟାୟତ କୁମାର କୃଷି କ୍ଷେତ୍ର ପାଇଁ ପଦ୍ମଶ୍ରୀ ପୁରସ୍କାର ଗ୍ରହଣ କରି ଓଡ଼ିଶା ପାଇଁ ଗୌରବ ଆଣିଛନ୍ତି। ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ନାଗରିକ ସମ୍ମାନ…

କଳା କ୍ଷେତ୍ରରେ ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଡକ୍ଟର କ୍ରିଷ୍ଣା ପଟେଲ

ଭୁବନେଶ୍ୱର: ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ନାଗରିକ ସମ୍ମାନ ସମାରୋହରେ ଓଡ଼ିଶାର ଡକ୍ଟର ଅନ୍ତର୍ଯ୍ୟାମୀ ମିଶ୍ରଙ୍କୁ ସାହିତ୍ୟ ଓ ଶିକ୍ଷା କ୍ଷେତ୍ରରେ, ଡକ୍ଟର କ୍ରିଷ୍ଣା ପଟେଲଙ୍କୁ କଳା କ୍ଷେତ୍ରରେ ଏବଂ ବୈଦ୍ୟ ପଟାୟତ କୁମାର ସାହୁଙ୍କୁ କୃଷି କ୍ଷେତ୍ରରେ ପଦ୍ମଶ୍ରୀ ପୁରସ୍କାରରେ…

ଡକ୍ଟର ଅନ୍ତର୍ଯ୍ୟାମୀ ମିଶ୍ରଙ୍କୁ ସାହିତ୍ୟ ଓ ଶିକ୍ଷା କ୍ଷେତ୍ରରେ ସମ୍ମାନିତ କଲେ ରାଷ୍ଟ୍ରପତି

ଭୁବନେଶ୍ୱର: ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ନାଗରିକ ସମ୍ମାନ ସମାରୋହରେ ଓଡ଼ିଶାର ଡକ୍ଟର ଅନ୍ତର୍ଯ୍ୟାମୀ ମିଶ୍ରଙ୍କୁ ସାହିତ୍ୟ ଓ ଶିକ୍ଷା କ୍ଷେତ୍ରରେ, ଡକ୍ଟର କ୍ରିଷ୍ଣା ପଟେଲଙ୍କୁ କଳା କ୍ଷେତ୍ରରେ ଏବଂ ବୈଦ୍ୟ ପଟାୟତ କୁମାର ସାହୁଙ୍କୁ କୃଷି କ୍ଷେତ୍ରରେ ପଦ୍ମଶ୍ରୀ ପୁରସ୍କାରରେ…

ଶେଷ ହେଲା ଯୁକ୍ତ ଦୁଇ ପରୀକ୍ଷା, ଏପ୍ରିଲ ୧୦ରୁ ମୂଲ୍ୟାୟନ; କପି କରି କେତେ ଧରାପଡ଼ିଲେ?

ଭୁବନେଶ୍ୱର: ଶେଷ ହୋଇଛି ଚଳିତ ବର୍ଷ ଯୁକ୍ତ ଦୁଇ ପରୀକ୍ଷା। ଏପ୍ରିଲ ୧୦ରୁ ଆରମ୍ଭ ହେବ ଉତ୍ତର ଖାତା ମୂଲ୍ୟାୟନ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଦୁଇଟି ପର୍ଯ୍ୟାୟରେ ଉତ୍ତର ଖାତା ମୂଲ୍ୟାୟନ କରାଯିବ। ପ୍ରଥମ ପର୍ଯ୍ୟାୟ ମୂଲ୍ୟାୟନ ଏପ୍ରିଲ୍ ୧୦ରୁ ୨୨…

ଗୋପାଳପୁର ମିଲିଟାରୀ ଷ୍ଟେସନରେ ଏୟାର ଡିଫେନ୍ସର ପ୍ଲାଟିନମ୍ ଜୟନ୍ତୀ

ବ୍ରହ୍ମପୁର: ଏୟାର ଡିଫେନ୍ସ ରେଜିମେଣ୍ଟର ପ୍ଲାଟିନମ୍ ଜୁବିଲି ଗୋପାଳପୁର ସ୍ଥିତ ମିଲିଟାରୀ ଷ୍ଟେସନରେ ପାଳିତ ହୋଇ ଯାଇଛି । ଏହି ଅବସରରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ୍ ଯୋଗ ଦେଇ ଯବାନଙ୍କ ପ୍ରଶଂସା କରିଥିଲେ । ଦେଶ ସେବାରେ ସମର୍ପିତ ଯବାନ ଓ ଅଗ୍ନିବୀରଙ୍କୁ ଭେଟିଥିଲେ ରାଜ୍ୟପାଳ ।…

ଆଗାମୀ ପାଞ୍ଚ ବର୍ଷରେ ଦେଶର ଜିଡ଼ିପିରେ ଷ୍ଟାର୍ଟଅପ୍ ଅଭିବୃଦ୍ଧି ହାର ୫% ଛୁଇଁବ: ଶୁଭ୍ରକାନ୍ତ ପଣ୍ଡା

ଭୁବନେଶ୍ବର: ଭାରତରେ ଷ୍ଟାର୍ଟଅପ୍ କ୍ଷେତ୍ରରେ ଦ୍ରୁତ ଅଭିବୃଦ୍ଧି ଘଟୁଛି ଏବଂ ଆସନ୍ତା ପାଞ୍ଚ ବର୍ଷରେ ଦେଶର ମୋଟ ଘରୋଇ ଉତ୍ପାଦ (ଜିଡିପି)ରେ ଏହାର ଅଭିବୃଦ୍ଧି ୫% ଛୁଇଁବ । ରାଉରକେଲା ସ୍ଥିତ ଜାତୀୟ ବୈଷୟିକ ଶିକ୍ଷାନୁଷ୍ଠାନ (ଏନଆଇଟି)ର ଛାତ୍ରଛାତ୍ରୀ ମାନଙ୍କ ସହ ଏକ ଆଲୋଚନା କାର୍ଯ୍ୟକ୍ରମରେ…

ପ୍ରାକ୍‍-ମଧୁମେହକୁ ରୋକାଯାଇ ପାରିବ: କିମ୍‌ସ ବିଶେଷଜ୍ଞ

ଭୁବନେଶ୍ୱର: ପରିବର୍ତ୍ତିତ ଜୀବନଶୈଳୀ ଏବଂ ଶାରୀରିକ ପରିଶ୍ରମ ନ କରିବା କାରଣରୁ ଲୋକମାନେ ଅନେକ ରୋଗରେ ଆକ୍ରାନ୍ତ ହେଉଛନ୍ତି । ତେବେ ଏଥିରେ ପରିବର୍ତ୍ତନ ଅଣାଯାଇପାରିଲେ ଲୋକମାନେ ପ୍ରାକ୍‍-ମଧୁମେହ (ପ୍ରି-ଡାୟାବେଟିସ୍‍) ଅବସ୍ଥାରୁ ନିଜକୁ ରକ୍ଷା କରିପାରିବେ । ବର୍ତ୍ତମାନ ପ୍ରାକ୍‍-ମଧୁମେହ…

ଢିଙ୍କିଆରୁ ଜିନ୍ଦଲକୁ ହଟାଇବାକୁ ଦାବି, ଦୋହରାଇଲେ ହାଇକୋର୍ଟଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଢିଙ୍କିଆରେ ଜିନ୍ଦଲ କମ୍ପାନୀର ପ୍ରକଳ୍ପକୁ ଝଟକା। ନ୍ୟାସନାଲ ଗ୍ରିନ ଟ୍ରିବ୍ୟୁନାଲ ବା ଏନଜିଟି ଜିନ୍ଦଲ କମ୍ପାନୀର ପରିବେଶ ମଞ୍ଜୁରୀକୁ ବାତିଲ କରିଛି। ଏହାପରେ ସଂପୃକ୍ତ କମ୍ପାନୀ ନିର୍ମାଣ କାମ ଜାରି ରଖିଛି। ଏହାକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି ପରିବେଶବିତ। ଆଉ ରାଜ୍ୟ…

ରେଡ଼ ଲଢେଇ, ମୁହାଁମୁହିଁ ବିଜେଡି ବିଜେପି

ଭୁବନେଶ୍ୱର: ନିର୍ବାଚନ ପୂର୍ବରୁ ରେଡ଼ ରାଜନୀତି। ଆଇଟି ପକ୍ଷରୁ ବିଜେଡି ନେତା ଓ ସମର୍ଥକଙ୍କୁ ଟାର୍ଗେଟ କରାଯାଉଥିବା ଅଭିଯୋଗ ହୋଇଛି। ସେହିପରି ରାଜ୍ୟ ଜିଏସଟି ତଥା ପୋଲିସ ପକ୍ଷରୁ ବିଜେପି ନେତା ଓ ସମର୍ଥକଙ୍କୁ ଟାର୍ଗେଟ କରାଯାଇଥିବା ଅଭିଯୋଗ ହୋଇଛି। କେନ୍ଦ୍ରୀୟ ସଂସ୍ଥାର ଅପବ୍ୟବହାର…