ଜାପାନରେ ପହଁଚିଲେ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ
ଟୋକିଓ: ଜାପାନର ରାଜଧାନୀ ଟୋକିଓରେ ପହଁଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟୋକିଓରେ ପହଁଚିବା ପରେ ତାଙ୍କୁ ଭାରତର ରାଷ୍ଟ୍ରଦୂତ ସିବି ଜୋର୍ଜ ଏବଂ ଦୂତାବାସ ଅଧିକାରୀ ସ୍ବାଗତ କରିଥିଲେ। ସୋମବାରଠୁ ୬ ଦିନିଆ ଜାପାନ ଗସ୍ତରେ ଯାଇଛନ୍ତି ନବୀନ।
ଗତକାଲି ଏକ ଚାଟାର୍ଡ ବିିମାନ ଯୋଗେ…