Latest Odisha News

BREAKING NEWS

ଛାତ୍ରଛାତ୍ରୀ ଏବଂ ରୋଗୀଙ୍କ ଖାଦ୍ୟରେ ମିଲେଟସ୍ ସାମିଲ କଲା ଭୁବନେଶ୍ୱର ଏମ୍‍ସ

ଭୁବନେଶ୍ୱର: ଭୁବନେଶ୍ୱର ଏମ୍‍ସ ଏହାର ଛାତ୍ରଛାତ୍ରୀ ଏବଂ ଚିକିତ୍ସିତ ହେଉଥିବା ରୋଗୀଙ୍କ ଖାଦ୍ୟରେ ମିଲେଟସ୍ ସାମିଲ କରିଛି । ଛାତ୍ର ତଥା ଚିକିତ୍ସାଧିନ ରୋଗୀଙ୍କୁ ସୁସ୍ଥ ଏବଂ ପୁଷ୍ଟିକର ଖାଦ୍ୟ ଯୋଗାଇବା ଲକ୍ଷ୍ୟରେ ଏହି ଜାତୀୟ ପ୍ରତିଷ୍ଠାନ ଖାଦ୍ୟରେ ମିଲେଟ ସାମିଲ କରିଛି । ଏମ୍‍ସ…

‘ଡେଲିଭରୀ ବୟ’ ଚଳଚ୍ଚିତ୍ର ଉପରୁ ପ୍ରମୋଦକର ଛାଡ କଲେ ରାଜ୍ୟ ସରକାର

ଭୁବନେଶ୍ୱର: ଅଶ୍ୱିନୀ ତ୍ରିପାଠୀ ନିର୍ଦ୍ଦେଶିତ ଏବଂ ଜ୍ୟୋତିରଞ୍ଜନ ମହାନ୍ତି ପ୍ରଯୋଜିତ ଓଡିଆ ଚଳଚ୍ଚିତ୍ର ‘ଡେଲିଭରୀ ବୟ’ ଉପରୁ ରାଜ୍ୟ ସରକାର ପ୍ରମୋଦ କର ଛାଡ କରିଛନ୍ତି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଅନୁମୋଦନ କରିଛନ୍ତି । ସୂଚନାଯୋଗ୍ୟ ଯେ…

ବାଣ ବିସ୍ଫୋରଣରେ ଗୁରୁତର ହୋଇ ପଡ଼ିଥିବା ଶିବନଙ୍କର ମୃତ୍ୟୁ

ଭୁବନେଶ୍ୱର: ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ ଶିବନ ତାଡି। ସଂଧ୍ୟାରେ ବାଣ ଭିଡୁଥିବା ବେଳେ ବିସ୍ପୋରଣ ହୋଇଥିଲା। ପରେ ଗୁରୁତର ହୋଇ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ଶିବନ ତାଡି। ଏବେ କିନ୍ତୁ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।…

‘କୋଟିଆ’ କାହାକୁ କେତେ ଲାଭ ଦେବ ?

ଭୁବନେଶ୍ୱର: ନିର୍ବାଚନ ପୂର୍ବରୁ କୋଟିଆକୁ ନେଇ ଏକ ବଡ଼ ରାଜନୈତିକ ଲଢେଇ ଆରମ୍ଭ ହୋଇଛି। ଉତ୍କଳ ଦିବସ ପାଳନ କାର୍ଯ୍ୟକ୍ରମରେ ଯୋଗ ଦେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆନ୍ଧ୍ର ଗୋ ବ୍ୟାକ ନାରା ଦେବା ପରେ ରାଜନୀତି ତୀବ୍ର ହୋଇଛି।କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଏହି ଗସ୍ତ…

ସ୍କୁଲରେ ପିଲାଙ୍କୁ ଆଡ଼ମିଶନ ମନା !

ଭୁବନେଶ୍ୱର: ୨୦୨୩-୨୪ ଶିକ୍ଷାବର୍ଷ ଆରମ୍ଭ ହୋଇଛି। କୋଭିଡ ସ୍ଥିତି ଯୋଗୁ ବିଗିଡି ଯାଇଥିବା ଶିକ୍ଷା ବ୍ୟବସ୍ଥାକୁ ପୁଣିଥରେ ଟ୍ରାକକୁ ଫେରାଇବା ପ୍ରକ୍ରିୟା ଆରମ୍ଭ ହୋଇଛି। କିନ୍ତୁ ଶିକ୍ଷାବର୍ଷ ଆରମ୍ଭରୁ ସମସ୍ୟା ଆରମ୍ଭ ହୋଇଛି। ପ୍ରଥମ ଶ୍ରେଣୀରେ ପିଲାଙ୍କୁ ଆଡ଼ମିଶନ ଦିଆଯାଇ ପାରୁ ନ ଥିବା…

ଯେବେ ବିଜେପି ନିଜକୁ ଦୁର୍ବଳ ଅନୁଭବ କରେ, ହିଂସାର ସାହାରା ନିଏ : ମଲ୍ଲିକାର୍ଜୁନ ଖଡଗେ

ନୂଆଦିଲ୍ଲୀ : ରାମ ନବମୀରେ ହୋଇଥିବା ହିଂସା ପ୍ରସଙ୍ଗରେ ଜାତୀୟ ରାଜନୀତି ବେଶ ଉଷ୍ମ ରହିଛି । ଆଉ ଏତିକି ବେଳେ ବିଜେପିକୁ ଆକ୍ଷେପ କରି ସାଂଘାତିକ ଅଭିଯୋଗ ଆଣିଛନ୍ତି କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ। ବିଜେପି ଉପରେ ଗୁରୁତର ଅଭିଯୋଗ ଆଣି ଖଡଗେ କହିଛନ୍ତି ଯେ, ଯେତେବେଳେ ବିଜେପି ନିଜକୁ…

ବିଶିଷ୍ଟ ଗାନ୍ଧୀବାଦୀ ନବକୃଷ୍ଣ ଚୌଧୁରୀଙ୍କ ପ୍ରତିମୂର୍ତ୍ତି ପରିଧାନ ବିବାଦ, ଭୁଲ ମାନିଲା ଅନୁଗୋଳ ପୌର ପରିଷଦ

ଅନୁଗୋଳ : ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଶିଷ୍ଟ ଗାନ୍ଧୀବାଦୀ ନେତା ନବକୃଷ୍ଣ ଚୌଧୁରୀଙ୍କ ପ୍ରତିମୂର୍ତ୍ତି ପରିଧାନ ବିବାଦ ଗଣମାଧ୍ୟମରେ ଆସିବା ପରେ ବିଭିନ୍ନ ମହଲରେ ଏହାକୁ ନେଇ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା । ଆଉ ଏସବୁ ଭିତରେ ଚାରିଆଡୁ ସମାଲୋଚିତ ହେବା ପରେ ସୋମବାର…

ଜୋତାରେ ୱାର୍ଣ୍ଣର ଲେଖିଲେ ୩ ଝିଅ, ପତ୍ନୀଙ୍କ ନାମ

ଲକ୍ଷ୍ନୌ: ଚଳିତ ଆଇପିଏଲରେ ଦିଲ୍ଲୀ କ୍ୟାପିଟାଲ୍ସ ଅଧିନାୟକ ଡେଭିଡ ୱାର୍ଣ୍ଣର ନିଜ ଜୋତାରେ ୩ ଝିଅ ଏବଂ ପତ୍ନୀଙ୍କ ନାମ ଲେଖିଛନ୍ତି । ଏହି ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ୱାର୍ଣ୍ଣରଙ୍କ ଜୋତା ପଛ ପଟେ ଇଭି, ଇଣ୍ଡି ଓ ଇସଲା ନାମ ଲେଖା ଯାଇଥିବା ବେଳେ ଦୁଇ ପାଶ୍ୱର୍ରେ…

ଖୁବ୍ ଶୀଘ୍ର ଆସୁଛି ବିବେକଙ୍କ ୱେବସିରିଜ ଦି କଶ୍ମୀର ଅନରିପୋର୍ଟେଡ

ମୁମ୍ବାଇ: ଦି କଶ୍ମୀର ଫାଇଲ୍ସର ନିର୍ମାତା ବିବେକ ଅଗ୍ନିହୋତ୍ରି ତାଙ୍କ ଆଗାମୀ ଫିଲ୍ମ ଦି ଭ୍ୟାକ୍ସିନ ୱାର ଫିଲ୍ମକୁ ନେଇ ବ୍ୟସ୍ତ ଅଛନ୍ତି । ଏହା ଅଗଷ୍ଟ ୧୫ରେ ରିଲିଜ ହେବ । ତେବେ ଏହା ପୂର୍ବରୁ ବିବେକଙ୍କ ଦି କଶ୍ମୀର ଅନରିପୋର୍ଟେଡ ୱେବ ସିରିଜକୁ ପ୍ରଶଂସକମାନେ ଦେଖିପାରିବେ । ଏହି ୱେବ…

ମନୀଷ ସିସୋଦିଆଙ୍କୁ ନିରାଶ କଲେ ଅଦାଲତ, ଏପ୍ରିଲ ୧୭ ପର୍ଯ୍ୟନ୍ତ ହାଜତ ମିଆଦ ବୃଦ୍ଧି

ନୂଆଦିଲ୍ଲୀ : ମଦ ଦୁର୍ନୀତି ମାମଲାରେ ଛନ୍ଦି ହୋଇ ବିଚାର ବିଭାଗୀୟ ହାଜତରେ ଥିବା ଦିଲ୍ଲୀର ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ସୋମବାର ନିରାଶ ହେବାକୁ ପଡ଼ିଛି । କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଦ୍ୱାରା ତଦନ୍ତ କରାଯାଉଥିବା ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀର ରୌଜ୍‌…