ଆଜିଠୁ ମାଟ୍ରିକ ପରୀକ୍ଷା ଖାତା ଦେଖା, ୧୨ ଦିନରେ ମୂଲ୍ୟାୟନ ପ୍ରକ୍ରିୟା ଶେଷ କରିବାକୁ ଲକ୍ଷ୍ୟ
କଟକ: ଆଜିଠୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା ଖାତା ଦେଖା। ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ମାଟ୍ରିକ ପରୀକ୍ଷା ସହ ସଂସ୍କୃତ ମଧ୍ୟମା ଏବଂ ଷ୍ଟେଟ ଓପନ ସ୍କୁଲ ସାର୍ଟିଫିକେଟ ପରୀକ୍ଷାର ମୂଲ୍ୟାୟନ ଆଜିଠାରୁ ଆରମ୍ଭ ହେବାକୁ ଯାଉଛି। ମୋଟ୍ ୫୫ଟି ମୂଲ୍ୟାୟନ କେନ୍ଦ୍ରରେ ୧୨…