ତରଭୁଜ ଖାଇଲେ ଶରୀରକୁ ମିଳିଥାଏ ଏହିସବୁ ଲାଭ ଜାଣନ୍ତୁ….
ଖରାଦିନ ଆସିଲେ ସମସ୍ତେ କିଛି ଥଣ୍ଡା ପାନୀୟ ଠାରୁ ଆରମ୍ଭ କରି ବିଭିନ୍ନ ପ୍ରକାର ଫଳ ଖାଇବାକୁ ପସନ୍ଦ କରିଥାଆନ୍ତି । ସେଥି ମଧ୍ୟରୁ ତରଭୁଜ ଅନ୍ୟତମ । ଖରାଦିନେ ତରଭୁଜର ଚାହିଦା ଅଧିକ ରହିଥାଏ । ଏହା ପାଟିକୁ ଯେତିକି ସୁଆଦିଆ ଲାଗେ ଶରୀର ପାଇଁ ବି ହିତକର । ଏଥିରେ ୯୨ ଭାଗ ଜଳ ରହିଥିବା ବେଳେ…