Latest Odisha News

BREAKING NEWS

ଉତ୍କଳ ଦିବସରେ ସୋଆ ଏସ୍‌ଏଚ୍‌ଏମ୍‌ରେ ଆରମ୍ଭ ହେଲା ‘ପଖାଳ ଉତ୍ସବ’

ଭୁବନେଶ୍ୱର: ଓଡ଼ିଶାର ପାରମ୍ପରିକ ଖାଦ୍ୟ ‘ପଖାଳ’ର ପ୍ରଚାର ଓ ପ୍ରସାର କରିବା ଉଦ୍ଦେଶ୍ୟରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ୍ ମ୍ୟାନେଜମେଣ୍ଟରେ (ଏସ୍‌ଏଚ୍‌ଏମ୍ ) ଏପ୍ରିଲ୍‌ ୧ ଉତ୍କଳ ଦିବସ ଦିନ 'ପଖାଳ ଉତ୍ସବ' ଆରମ୍ଭ ହୋଇଛି । ୫ ଦିନ ବ୍ୟାପି ଚାଲିବାକୁ ଥିବା…

ଚକ୍ରବ୍ୟୁହରେ ରାହୁଲ, ଘେରିଛନ୍ତି ସପ୍ତରଥୀ, ବାହାରିପାରିବେ ତ?

ଭୁବନେଶ୍ୱର: ଗୋଟିଏ ପ୍ରସଙ୍ଗରେ ସଦସ୍ୟ ପଦ ହରାଇଥିବା ରାହୁଲଙ୍କୁ ଏବେ ଚାରିଆଡୁ ବିପଦ ଘୋଟି ଆସିଛି। ସୁରଟ କୋର୍ଟଙ୍କ ଦଣ୍ଡବିଧାନ ପରେ ସଦସ୍ୟ ପଦ ହରାଇଥିବା ରାହୁଲଙ୍କୁ ପାଟନା କୋର୍ଟ ସମନ କରିଛନ୍ତି। ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସୁଶୀଲ ମୋଦିଙ୍କ ପକ୍ଷରୁ କରାଯାଇଥିବା ମାନହାନି…

କୋଲକାତାକୁ ହରାଇଲା ପଞ୍ଜାବ

ମୋହାଲୀ: ଏଠାରେ ଅନୁଷ୍ଠିତ ଆଇପିଏଲର ଏକ ମ୍ୟାଚରେ ପଞ୍ଜାବ କିଙ୍ଗସ ୭ ରନରେ କୋଲକାତା ନାଇଟ ରାଇଡର୍ସକୁ ପରାସ୍ତ କରିଛି । ବର୍ଷା ଯୋଗୁ ଏହି ମ୍ୟାଚର ଫଳାଫଳ ପାଇଁ ଡକ୍ୱୱର୍ଥ ଲୁଇସ ନିୟମର ସହାୟତା ନିଆ ଯାଇଥିଲା । ପ୍ରଥମେ ବ୍ୟାଟିଂ କରି କୋଲକତା ୨୦ ଓଭରରେ ୫ ୱିକେଟ ବିନିମୟରେ ୧୯୧ ରନ…

ମେଟ୍ରୋ ସେବାର ଲାଭ କ’ଣ, କେବେ ପ୍ରଥମେ ଦେଶରେ ଆରମ୍ଭ ହୋଇଥିଲା?

ଭୁବନେଶ୍ୱର: ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ମେଟ୍ରୋ ସେବା ଆରମ୍ଭ କରିବାକୁ ପ୍ରୟାସ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଯୋଜନାକୁ ଅନୁମୋଦନ ଦେବା ପରେ ଲୋକଙ୍କ ମନରେ ମେଟ୍ରୋ ସେବାକୁ ନେଇ ଚର୍ଚ୍ଚା ବଢ଼ିଛି। ଗୋଟିଏ ସହର କେତେ ସମୃଦ୍ଧ, ତାହା ଏହି ମେଟ୍ରୋ ସେବା…

ଆମେରିକାରୁ ଭାରତକୁ ଫେରିବ ୧୫ ପୁରାତନ କଳାକୃତି

ନୂଆଦିଲ୍ଲୀ: ଆମେରିକାରୁ ଭାରତକୁ ଫେରିବ ୧୫ ଆଂଟିକ ମୂର୍ତି ଓ କଳାକୃତୀ । ନ୍ୟୁୟର୍କର ମେଟ୍ରୋପଲିଟନ ମ୍ୟୁଜିୟମ ଅଫ ଆର୍ଟ ଏହା ଭାରତକୁ ଫେରାଇବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏହି ଅମୂଲ୍ୟ କଳାକୃତିକୁ ଭାରତରୁ ଅବୈଧ ଭାବେ ସେଠାକୁ ନିଆ ଯାଇଥିଲା । ସ୍ମଗଲର ସୁଭାଷ କାପୁର ଏଗୁଡିକ ବିକ୍ରି…

କଳିଙ୍ଗ ହସ୍ପିଟାଲ୍‌ରେ ଉତ୍କଳ ଦିବସ, ସମ୍ବର୍ଦ୍ଧିତ ହେଲେ ୮୦ ଜଣ କର୍ମଚାରୀ

ଭୁବନେଶ୍ୱର: ଓଡ଼ିଶାର ସର୍ବପୁରାତନ କର୍ପୋରେଟ୍ ହସ୍ପିଟାଲ୍ ଭାବେ ଖ୍ୟାତି ଅର୍ଜନ କରି ଆସିଛି ଭୁବନେଶ୍ୱରର କଳିଙ୍ଗ ହସ୍ପିଟାଲ । ଆଜି କଳିଙ୍ଗ ହସ୍ପିଟାଲରେ ଅତ୍ୟନ୍ତ ଭବ୍ୟ ସମାରୋହ ସହିତ ଉତ୍କଳ ଦିବସ ପାଳନ ହୋଇଛି । ଏହି ସମାରୋହରେ ଓଡ଼ିଶାର ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷ ମାନେ ଅଂଶଗ୍ରହଣ କରି…

ଉତ୍କଳ ଦିବସକୁ ବିରୋଧ କରି କଳା ଦିବସ ପାଳିଲା କୋଶଳୀ ଭାଷା ସଂସ୍କୃତି ପରିଷଦ

ନୂଆପଡ଼ା: ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆନନ୍ଦ ଉଲ୍ଲାସରେ ଉତ୍କଳ ଦିବସ ପାଳନ ହେଉଥିବା ବେଳେ ଖଡ଼ିଆଳରେ ବିରୋଧ କରିଛ କୋଶଳୀ ଭାଷା ସଂସ୍କୃତି ପରିଷଦ । ରାଜ୍ୟ ଗଠିତ ହେବା ଦିନ ଠାରୁ କୋଶଳ ଅଞ୍ଚଳକୁ ଅଣଦେଖା କରଯାଇ ଆସୁଥିବା ପରିଷଦ ଅଭିଯୋଗ କରିଛି । ଉତ୍କଳ ଦିବସକୁ ବିରୋଧ କରି ରାଜ୍ୟ…

ପ୍ରଧାନମନ୍ତ୍ରୀଙ୍କ ଶିକ୍ଷାଗତ ଯୋଗ୍ୟତା ଉପରେ ପୁଣି ତଥ୍ୟ ମାଗିଲେ କେଜ୍ରିୱାଲ

ନୂଆଦିଲ୍ଲୀ : ସାମ୍ବାଦିକ ସମ୍ମିଳନୀ କରି ପ୍ରଧାନମନ୍ତ୍ରୀ ମୋଦୀଙ୍କ ଡିଗ୍ରୀ ଓ ଶିକ୍ଷାଗତ ଯୋଗ୍ୟତା ବିଷୟରେ ପୁଣି ତଥ୍ୟ ମାଗିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । ଏଠାରେ କହି ରଖିବାକୁ ଚାହିଁବୁ, ପ୍ରଧାନମନ୍ତ୍ରୀଙ୍କ ଶିକ୍ଷାଗତ ଡିଗ୍ରୀ ସମ୍ପର୍କରେ କେଜ୍ରିୱାଲଙ୍କ ଆବେଦନକୁ…

ଆଘାତ ସମସ୍ୟା ଯୋଗୁ ଓହରିଲେ ୱିଲିୟମସନ !

ଅହମ୍ମଦାବାଦ: ଚଳିତ ଆଇପିଏଲରେ ଗୁଜରାଟ ଟାଇଟନ୍ସକୁ ଶକ୍ତ ଧକ୍କା ଲାଗିଛି । ବିଧିବଦ୍ଧ ଭାବେ ଘୋଷଣା କରାଯାଇ ନ ଥିଲେ ମଧ୍ୟ ଗୁଜରାଟର ଷ୍ଟାର ଖେଳାଳି କେନ ୱିଲିୟମସନ ଆଘାତ ସମସ୍ୟା ଯୋଗୁ ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଂଟରୁ ଓହରିଯିବା ଏକପ୍ରକାର ନିଶ୍ଚିତ ହୋଇଛି । ଚେନ୍ନାଇ ସୁପର କିଙ୍ଗସ ବିପକ୍ଷ…

ଆଉ ମିଳିବନି ମାରୁତିର ସବୁଠୁ ଶସ୍ତା କାର, ଅଲ୍ଟୋ ୮୦୦ର ଉତ୍ପାଦନ ବନ୍ଦ କଲା କମ୍ପାନୀ

ନୂଆଦିଲ୍ଲୀ: ମାରୁତି ସୁଜୁକି ତାର ସବୁଠୁ ଶସ୍ତା କାର ଅଲ୍ଟୋ ୮୦୦ର ଉତ୍ପାଦନକୁ ବନ୍ଦ କରି ଦେଇଛି । ତେବେ ଏନେଇ କମ୍ପାନୀ ବିଧିବଦ୍ଧ ଘୋଷଣା କରି ନାହିଁ । ଇଣ୍ଡିଆ ଟୁଡେରେ ପ୍ରକାଶିତ ରିପୋର୍ଟ ଅନୁସାରେ, ମାରୁତି ସବୁଠୁ ଅଧିକ ବିକ୍ରି ହେଉଥିବା କାରର ଉତ୍ପାଦନକୁ ବନ୍ଦ କରିଛି । ନିକଟରେ…