Latest Odisha News

BREAKING NEWS

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା: ରାଜ୍ୟ ସରକାରଙ୍କ ନିଜସ୍ୱ ସମ୍ବଳରେ ହେବ ମେଟ୍ରୋ ଟ୍ରେନ ପ୍ରକଳ୍ପ

ଭୁବନେଶ୍ୱର:ଓଡିଶା ଦିବସରେ ମୁଖ୍ୟମନ୍ତ୍ରୀ ମେଟ୍ରୋ ଟ୍ରେନ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି । ଏହି ମେଟ୍ରୋ ଟ୍ରେନ ପ୍ରକଳ୍ପର ନିର୍ମାଣ କାମ ଆସନ୍ତା ଅଗଷ୍ଟ ୧୫ ତାରିଖରୁ ଆରମ୍ଭ ହେବ  । ମେଟ୍ରୋ ରେଳ ପ୍ରକଳ୍ପ ସଂପୂର୍ଣ୍ଣ ଭାବେ ରାଜ୍ୟ ସରକାରଙ୍କ ସମ୍ବଳରେ ନିର୍ମାଣ ହେବ। ଏହି ମେଟ୍ରୋ…

ଓଡିଆରେ ଆଇପିଏଲ…ଲିଟଲଙ୍କ ନାମକୁ ଲେଖିଲେ ଛୋଟ

ଭୁବନେଶ୍ୱର: ଆଇପିଏଲର ୧୬ତମ ସଂସ୍କରଣ ଆରମ୍ଭ ହୋଇଯାଇଛି । ଉଦଘାଟନୀ ମୁକାବିଲାରେ ଗୁଜରାଟ ଟାଇଟନ୍ସ ସହଜରେ ଚେନ୍ନାଇ ସୁପର କିଙ୍ଗସକୁ ପରାସ୍ତ କରି ବିଜୟ ଅଭିଯାନ ଆରମ୍ଭ କରିଛି । ଏଥର ଆଇପିଏଲରେ ପ୍ରଥମ ଥର ପାଇଁ ଓଡିଆରେ ପ୍ରସାରିତ ହୋଇଛି । ତେବେ ଏହି ପ୍ରସାରଣ ଅବସରରେ କେତେକ ତ୍ରୁଟି ଯୋଗୁ…

ଏପ୍ରିଲ ୩ରୁ ନୂଆ ଶିକ୍ଷା ବର୍ଷ ପାଇଁ ପାଠପଢ଼ା : ସମୀର ଦାସ

ଏପ୍ରିଲ ୩ ତାରିଖ(ସୋମବାର)ରୁ ନୂଆ ଶିକ୍ଷାବର୍ଷ ପାଇଁ ପାଠପଢା ଆରମ୍ଭ ହେବାକୁ ଯାଉଛି । ଏଥିସହ ସୋମବାରଠାରୁ ସବୁ ବିଦ୍ୟାଳୟରେ ନାମଲେଖା ପ୍ରକ୍ରିୟା ଚାଲିବ। ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲାଙ୍କ ପଢ଼ିବା ପାଇଁ ବାହାର ରାଜ୍ୟକୁ ଓଡ଼ିଆ ପାଠ୍ୟ ପୁସ୍ତକ ବିତରଣର ଶୁଭାରମ୍ଭ ଅବସରରେ ଶନିବାର ଏହି…

ଓଡ଼ିଶାରେ ୫ ଶିଳ୍ପ ପ୍ରକଳ୍ପକୁ ମିଳିଲା ମଞ୍ଜୁରୀ, ନିଯୁକ୍ତି ପାଇବେ ୩୮ ହଜାର ଲୋକ

ଭୁବନେଶ୍ୱର: ଓଡ଼ିଶା ହାଇଲେବୁଲ କ୍ଲିୟରାନ୍ସ ଅଥରିଟି (HLCA) ୫ଟି ବଡ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ ଦେଇଛନ୍ତି ।  ମେକ୍ ଇନ ଓଡ଼ିଶା ସମ୍ମିଳନୀ ସମୟରେ ଆସିଥିବା ୩୫,୭୬୦ କୋଟି ଟଙ୍କାର ଏହି ପ୍ରକଳ୍ପକୁ  ଏଚଏଲସିଏ ଶନିବାର ଅନୁମୋଦନ କରିଛନ୍ତି । ଶନିବାର ଦିନ ମୁଖ୍ୟମନ୍ତ୍ରୀ ନବୀନ…

ଏପ୍ରିଲ ୧୦ରୁ ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ ଖାତା ଦେଖା, ଅନଲାଇନ୍ ଓ ଅଫଲାଇନରେ କରାଯିବ ମୂଲ୍ୟାଙ୍କନ

ଭୁବନେଶ୍ବର : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ଦ୍ୱାରା ପରିଚାଳିତ ଯୁକ୍ତ ଦୁଇର ସମସ୍ତ ପରୀକ୍ଷା ଏପ୍ରିଲ ୫ ତାରିଖରେ ଶେଷ ହେବା ପରେ ଏପ୍ରିଲ ୧୦ ତାରିଖରୁ ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ ମୂଲ୍ୟାଙ୍କନ ଆରମ୍ଭ ହେବ। ଚଳିତ ବର୍ଷ ଅଫଲାଇନ୍ ମୂଲ୍ୟାଙ୍କନ ଲାଗି ୬୫ଟି ଜୋନ୍ ହୋଇଥିବାବେଳେ…

ଏପ୍ରିଲ ୩ରୁ ଆରମ୍ଭ ହେବ ମାଟ୍ରିକ ଖାତା ମୂଲ୍ୟାୟନ, ନିୟୋଜିତ ହେବେ ପ୍ରାୟ ୧୩ ହଜାର ଶିକ୍ଷକ

କଟକ : ଆସନ୍ତା ଏପ୍ରିଲ ୩(ସୋମବାର)ରୁ ଆରମ୍ଭ ହେବ ମାଟ୍ରିକ ଖାତା ମୂଲ୍ୟାୟନ। ଏଥିପାଇଁ ୫୬ ଟି କେନ୍ଦ୍ରରେ ଖାତା ଦେଖାର ବ୍ୟବସ୍ଥା କରାଯାଇଥିବାବେଳେ ଏହି ମୂଲ୍ୟାୟନ ୧୫ ତାରିଖ ପର୍ଯ୍ୟନ୍ତ ଚାଲିବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସଚିବ ଆଶ୍ଵସ୍ତି ଏସ୍ ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ…

ଅପ୍ରେଲ ୨ ରୁ ୪ ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି ଆୟୋଜିତ ହେବ ରାଜ୍ୟ ସ୍ତରୀୟ ଲୋକନୃତ୍ୟ ଓ ଲୋକ ସଙ୍ଗୀତ ମହୋତ୍ସବ

ଭୁବନେଶ୍ବର : ବିଲୁପ୍ତ ପ୍ରାୟ ଲୋକନୃତ୍ୟ ଓ ଲୋକସଙ୍ଗୀତର ପୁନରୁଦ୍ଧାର ଓ ପ୍ରଚାର ପ୍ରସାର ନିମନ୍ତେ ଆସନ୍ତା  ଅପ୍ରେଲ  ୨ ରୁ ୪  ତାରିଖ ପର୍ଯ୍ୟନ୍ତ  ତିନିଦିନ ଧରି ରାଜ୍ୟ ସ୍ତରୀୟ ଲୋକନୃତ୍ୟ ଓ ଲୋକସଙ୍ଗୀତ ମହୋତ୍ସବ, ସ୍ଥାନୀୟ ଉତ୍କଳମଣ୍ଡପଠାରେ ରାଜ୍ୟ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି…

ଘର ନ ଥିବାରୁ ରାହୁଲଙ୍କ ନାଁରେ ୪ ମହଲା କୋଠା ଲେଖିଦେଲେ ମହିଳା

ନୂଆଦିଲ୍ଲୀ: କଂଗ୍ରେସର ପୂ୍ର୍ବତନ ଅଧ୍ୟକ୍ଷ ତଥା କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ ଲୋକସଭା ସାଂସଦ ପଦ ରଦ୍ଦ ହେବା ପରେ ତାଙ୍କୁ ସରକାରୀ ବାସ ଭବନ ଛାଡିବା ପାଇଁ ନୋଟିସ ଆସିଛି । ରାହୁଲ ଗାନ୍ଧି ମଧ୍ୟ ଘର ଛାଡିବା ପାଇଁ ସହମତି ପ୍ରକାଶ କରିଛନ୍ତି । ଏହା ପରେ କଂଗ୍ରେସ ନେତା ଏବଂ…

ଏଥର ଏପ୍ରିଲରୁ ଜୁନ୍ ଅସହ୍ୟ ହେବ ଗରମ

ଭୁବନେଶ୍ୱର: ଚଳିତ ବର୍ଷ ଏପ୍ରିଲରୁ ଜୁନ୍ ମାସ ଯାଏ ଗ୍ରୀଷ୍ଣ ପ୍ରବାହ ଅସହ୍ୟ ହେବ । ଭାରତୀୟ ପାଣିପାଗ ବିଭାଗର ଆକଳନ ଅନୁସାରେ, ସାଉଥ ପେଇଁସୁଲାର ଇଣ୍ଡିଆ (South Peninsular India) ଓ ଉତ୍ତରପଶ୍ଚିମ ଭାରତକୁ ବାଦ ଦେଲେ ଦେଶର ଅନ୍ୟ ସ୍ଥାନରେ ତାପମାତ୍ରା ସ୍ୱାଭାବିକ ଠାରୁ ଅଧିକ ରହିବ ।…

ମେଟ୍ରୋ ରେଳ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ଭୁବନେଶ୍ବର ଏୟାରପୋର୍ଟରୁ ତ୍ରିଶୂଳିଆ ଛକ ପର୍ଯ୍ୟନ୍ତ ଚାଲିବ…

ଭୁବନେଶ୍ୱର : ଉତ୍କଳ ଦିବସ ଅବସରରେ ଦୈତନଗରୀ ଭୁବନେଶ୍ବର ଓ କଟକବାସୀଙ୍କ ସମେତ ରାଜ୍ୟବାସୀଙ୍କୁ ଖୁସି ଖବର ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମାନେ, ମେଟ୍ରୋ ଟ୍ରେନ୍ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ମିଳିଛି । ବାଣିଜ୍ୟ ପରିବହନ ବିଭାଗ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ…